By
The Sakala
ଭୁବନେଶ୍ୱର: ନୂଆ ବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ କହିଛନ୍ତି ଯେ, ନୂଆବର୍ଷରେ ସମସ୍ତଙ୍କୁ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ରାଜ୍ୟର ପ୍ରଗତି ସହ ପ୍ରତିଟି ଜୀବନ ମଙ୍ଗଳମୟ ହେଉ। କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନର ମୁକାବିଲା ପାଇଁ ଆମକୁ ସତର୍କ ରହିବାକୁ ପଡ଼ିବ। କୋଭିଡ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ଯବାସୀଙ୍କୁ ଅନୁରୋଧ କରିଛନ୍ତି। ନୂଆ ବର୍ଷ ଉପଲକ୍ଷେ […]
ଭୁବନେଶ୍ୱର: ନୂଆ ବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ କହିଛନ୍ତି ଯେ, ନୂଆବର୍ଷରେ ସମସ୍ତଙ୍କୁ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ରାଜ୍ୟର ପ୍ରଗତି ସହ ପ୍ରତିଟି ଜୀବନ ମଙ୍ଗଳମୟ ହେଉ। କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନର ମୁକାବିଲା ପାଇଁ ଆମକୁ ସତର୍କ ରହିବାକୁ ପଡ଼ିବ। କୋଭିଡ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ଯବାସୀଙ୍କୁ ଅନୁରୋଧ କରିଛନ୍ତି।
About The Author: The Sakala