ନୂଆବର୍ଷ ପାଇଁ ଜାରି ହେଲା ଏସଓପି: ବାବା ଆଖଣ୍ଡଳମଣିଙ୍କ ପୀଠରେ ୩ଦିନ ବନ୍ଦ ରହିବ ଭକ୍ତଙ୍କ ଦର୍ଶନ

The Sakala Picture
Published On

ଆରଡ଼ି: ନୂଆବର୍ଷ ପାଇଁ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଆଖଣ୍ଡଳମଣିଙ୍କ ମନ୍ଦିରରେ ଏସଓପି ଜାରି କରିଛି ଜିଲ୍ଲା ପ୍ରଶାସନ । ଡିସେମ୍ବର ୩୧ ସକାଳ ୬ଟାରୁ ଜାନୁଆରୀ ୨ ତାରିଖ ସନ୍ଧ୍ଯା ୮ଟା ଯାଏଁ ଭକ୍ତଙ୍କ ଦର୍ଶନକୁ ବାରଣ କରିଛି ପ୍ରଶାସନ । ତା’ସହ କୋଭିଡ କଟକଣା ମଧ୍ୟରେ ଦୈନଦିନ ନୀତିକାନ୍ତି  ସମ୍ପନ୍ନ ହେବ । ସୀମିତ ସେବାୟତ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବା ପାଇଁ ପ୍ରଶାସନ ପରାମର୍ଶ ଦେଇଛି । ଏପରିକି ମନ୍ଦିର ଓ ପୀଠରେ […]

ଆରଡ଼ି: ନୂଆବର୍ଷ ପାଇଁ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଆଖଣ୍ଡଳମଣିଙ୍କ ମନ୍ଦିରରେ ଏସଓପି ଜାରି କରିଛି ଜିଲ୍ଲା ପ୍ରଶାସନ । ଡିସେମ୍ବର ୩୧ ସକାଳ ୬ଟାରୁ ଜାନୁଆରୀ ୨ ତାରିଖ ସନ୍ଧ୍ଯା ୮ଟା ଯାଏଁ ଭକ୍ତଙ୍କ ଦର୍ଶନକୁ ବାରଣ କରିଛି ପ୍ରଶାସନ । ତା’ସହ କୋଭିଡ କଟକଣା ମଧ୍ୟରେ ଦୈନଦିନ ନୀତିକାନ୍ତି  ସମ୍ପନ୍ନ ହେବ । ସୀମିତ ସେବାୟତ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବା ପାଇଁ ପ୍ରଶାସନ ପରାମର୍ଶ ଦେଇଛି । ଏପରିକି ମନ୍ଦିର ଓ ପୀଠରେ ଯେପରି ଗହଳି ନ ହେବ ସେଥିପାଇଁ କଟକଣାକୁ କଡାକଡି କରାଯାଇଛି ।

ଆହୁରି ପଢ଼ନ୍ତୁ: ‘ଇଣ୍ଡିଆ’ ମେଣ୍ଟ ବୈଠକରେ ବିଜେଡି ସଂସଦୀୟ ଦଳ ନେତା; ଜାତୀୟ ରାଜନୀତିରେ ବିଜେଡି ଚର୍ଚ୍ଚା

ଅନ୍ୟପକ୍ଷରେ ପୁରୁଣା ବର୍ଷକୁ ବିଦାୟ ଦେବା ସହ ଓ ନୂତନ ବର୍ଷକୁ ସ୍ୱାଗତ କରିବା ପାଇଁ ଶ୍ରୀକ୍ଷେତ୍ରରେ ଜମିବନି ବିଶେଷ ଭିଡ଼ । ହୋଟେଲମାନଙ୍କରେ ହେବନି ଥାର୍ଟି ଫାର୍ଷ୍ଟ ସେଲିବ୍ରେସନ । ସେହିପରି ଡିସେମ୍ବର ୩୧ ଓ ଜାନୁଆରୀ ୨୦୨୨ ବର୍ଷ ଆରମ୍ଭର ପ୍ରଥମ ଦିନରେ ମହାପ୍ରଭୁ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ । କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ପର୍ଯ୍ଯଟକ ଓ ଭକ୍ତଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନର‌ ଏଭଳି ପଦକ୍ଷେପକୁ ହୋଟେଲିୟର୍ସ, ସେବାୟତ ଓ ଭକ୍ତ ସ୍ବାଗତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବାର୍ଷିକ ରିଭିଜନରେ ଓଡ଼ିଶାର ୧୦ ଲକ୍ଷ ଭୋଟରଙ୍କ ନାମ ବାଦ୍‌; ନିର୍ବାଚନ କମିସନଙ୍କ କାର୍ଯ୍ୟକୁ ନେଇ ବିଜେଡିର ସନ୍ଦେହ

28 Dec 2021 By The Sakala

ନୂଆବର୍ଷ ପାଇଁ ଜାରି ହେଲା ଏସଓପି: ବାବା ଆଖଣ୍ଡଳମଣିଙ୍କ ପୀଠରେ ୩ଦିନ ବନ୍ଦ ରହିବ ଭକ୍ତଙ୍କ ଦର୍ଶନ

ଆରଡ଼ି: ନୂଆବର୍ଷ ପାଇଁ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଆଖଣ୍ଡଳମଣିଙ୍କ ମନ୍ଦିରରେ ଏସଓପି ଜାରି କରିଛି ଜିଲ୍ଲା ପ୍ରଶାସନ । ଡିସେମ୍ବର ୩୧ ସକାଳ ୬ଟାରୁ ଜାନୁଆରୀ ୨ ତାରିଖ ସନ୍ଧ୍ଯା ୮ଟା ଯାଏଁ ଭକ୍ତଙ୍କ ଦର୍ଶନକୁ ବାରଣ କରିଛି ପ୍ରଶାସନ । ତା’ସହ କୋଭିଡ କଟକଣା ମଧ୍ୟରେ ଦୈନଦିନ ନୀତିକାନ୍ତି  ସମ୍ପନ୍ନ ହେବ । ସୀମିତ ସେବାୟତ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବା ପାଇଁ ପ୍ରଶାସନ ପରାମର୍ଶ ଦେଇଛି । ଏପରିକି ମନ୍ଦିର ଓ ପୀଠରେ ଯେପରି ଗହଳି ନ ହେବ ସେଥିପାଇଁ କଟକଣାକୁ କଡାକଡି କରାଯାଇଛି ।

ଅନ୍ୟପକ୍ଷରେ ପୁରୁଣା ବର୍ଷକୁ ବିଦାୟ ଦେବା ସହ ଓ ନୂତନ ବର୍ଷକୁ ସ୍ୱାଗତ କରିବା ପାଇଁ ଶ୍ରୀକ୍ଷେତ୍ରରେ ଜମିବନି ବିଶେଷ ଭିଡ଼ । ହୋଟେଲମାନଙ୍କରେ ହେବନି ଥାର୍ଟି ଫାର୍ଷ୍ଟ ସେଲିବ୍ରେସନ । ସେହିପରି ଡିସେମ୍ବର ୩୧ ଓ ଜାନୁଆରୀ ୨୦୨୨ ବର୍ଷ ଆରମ୍ଭର ପ୍ରଥମ ଦିନରେ ମହାପ୍ରଭୁ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ । କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ପର୍ଯ୍ଯଟକ ଓ ଭକ୍ତଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନର‌ ଏଭଳି ପଦକ୍ଷେପକୁ ହୋଟେଲିୟର୍ସ, ସେବାୟତ ଓ ଭକ୍ତ ସ୍ବାଗତ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର