ମୁଖ୍ୟମନ୍ତ୍ରୀ ଏବଂ ୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ବିଜେଡିର ନବନିର୍ବାଚିତ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ
ଭୁବନେଶ୍ୱର : ରାଜ୍ୟସଭାକୁ ନିର୍ଦ୍ଵନ୍ଦ୍ୱରେ ନିର୍ବାଚିତ ହୋଇଥିବା ବିଜେଡି ନେତା ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ବିଜେଡିର ନବନିର୍ବାଚିତ ଦୁଇ ରାଜ୍ୟସଭା ସାଂସଦ ନବୀନ ନିବାସରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଭେଟିଛନ୍ତି । କଟକ -ବାରବାଟୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀ ଜିଲ୍ଲା ବିଜେଡିର ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ମନୋନୀତ କରିଥିଲେ […]
ଭୁବନେଶ୍ୱର : ରାଜ୍ୟସଭାକୁ ନିର୍ଦ୍ଵନ୍ଦ୍ୱରେ ନିର୍ବାଚିତ ହୋଇଥିବା ବିଜେଡି ନେତା ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ବିଜେଡିର ନବନିର୍ବାଚିତ ଦୁଇ ରାଜ୍ୟସଭା ସାଂସଦ ନବୀନ ନିବାସରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଭେଟିଛନ୍ତି ।
କଟକ -ବାରବାଟୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀ ଜିଲ୍ଲା ବିଜେଡିର ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ମନୋନୀତ କରିଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେମାନଙ୍କ ବିରୋଧରେ ଅନ୍ୟ କୈାଣସି ପ୍ରାର୍ଥୀ ନ ଥିବାରୁ ଆଜି ରାଜ୍ୟସଭା ନିର୍ବାଚନର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନରେ ସେମାନଙ୍କୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ଘୋଷଣା କରିଛନ୍ତି ରିଟର୍ଣ୍ଣିଂ ଅଫିସର ।