ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୨ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉକ୍ତ ଜିଲ୍ଲାଗୁଡ଼ିକ ହେଉଛି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦବେଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବରା। ଅନ୍ୟପକ୍ଷରେ, ଆସନ୍ତା ୩ ତାରିଖରେ […]

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉକ୍ତ ଜିଲ୍ଲାଗୁଡ଼ିକ ହେଉଛି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦବେଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବରା।

ଆହୁରି ପଢ଼ନ୍ତୁ: ଏସ୍ ଜୟଶଙ୍କରଙ୍କ ମାଷ୍ଟରଷ୍ଟ୍ରୋକ୍: ଇରାନ ଅବରୋଧ ମଧ୍ୟରେ ହରମୁଜ୍ ପ୍ରଣାଳୀରେ ଭାରତୀୟ ତୈଳ ଟ୍ୟାଙ୍କରକୁ ମିଳିଲା ସୁରକ୍ଷିତ ମାର୍ଗ

ଆହୁରି ପଢ଼ନ୍ତୁ: ବିରୂପା ନଦୀରୁ ଦୁଇ ଭାଇଙ୍କ ମୃତଦେହ ଉଦ୍ଧାର, ଦୁଇଦିନ ତଳୁ ନିଖୋଜ ଥିଲେ

ଅନ୍ୟପକ୍ଷରେ, ଆସନ୍ତା ୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ନେଇ ଆଜି ପାଣିପାଗ ବିଭାଗ  ଟ୍ବିଟ କରି ସୂଚନା ଦେଇଛି। ଆସନ୍ତା ୫ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାରି ପ୍ରଭବାରେ ବର୍ଷାର ପରିମାଣ ମଧ୍ୟ ବଢିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସର ହ୍ବିପ୍ ଜାରି: ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ

01 Sep 2023 By The Sakala

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୨ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉକ୍ତ ଜିଲ୍ଲାଗୁଡ଼ିକ ହେଉଛି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦବେଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବରା।

ଅନ୍ୟପକ୍ଷରେ, ଆସନ୍ତା ୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ନେଇ ଆଜି ପାଣିପାଗ ବିଭାଗ  ଟ୍ବିଟ କରି ସୂଚନା ଦେଇଛି। ଆସନ୍ତା ୫ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାରି ପ୍ରଭବାରେ ବର୍ଷାର ପରିମାଣ ମଧ୍ୟ ବଢିବାର ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର