ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉକ୍ତ ଜିଲ୍ଲାଗୁଡ଼ିକ ହେଉଛି ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ଢେଙ୍କାନଳ, ଯାଜପୁର, ବାଲେଶ୍ବର, ଭଦ୍ରକ, ପୁରୀ, ଖର୍ଦ୍ଧା, କେନ୍ଦ୍ରାପଡ଼ା ଓ ଜଗତସିଂହପୁର।

ଆହୁରି ପଢ଼ନ୍ତୁ: ଓଡିଶାରେ ବଢ଼ୁଛି କିଶୋରୀ ମାତୃତ୍ୱ ସଂଖ୍ୟା: ବାଲ୍ୟବିବାହ, ଶିକ୍ଷାର ଅଭାବ ମୁଖ୍ୟ କାରଣ

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ବଢ଼ିଲାଣି ତାତି, ମେ’ ଯାଏ ସ୍ୱାଭାବିକଠାରୁ ଅଧିକ ତାମପାତ୍ରା ହେବାନେଇ ଆଶଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp