ରାଜଧାନୀ ଆଜାଦନଗର ବିସ୍ଫୋରଣ ଘଟଣା: କ୍ରାଇମ ସ୍ପଟରେ NIA ଟିମର ତଦନ୍ତ

Madhusudan Das Picture
Published On

ଭୁବନେଶ୍ୱର: କ୍ରାଇମ ସ୍ପଟରେ NIA ଟିମ । ରାଜଧାନୀ ଭୁବନେଶ୍ୱର ଆଜାଦନଗର ବିସ୍ଫୋରଣ ଘଟଣାରେ ସୁନ୍ଦର ପଦା ଆଜାଦନଗରରେ ପହଁଚିଲା NIA ଟିମ । ବିସ୍ଫୋରଣ ଘଟଣା, ଅପରାଧିକ ଲିଙ୍କ, ଆତଙ୍କି ହମଲା ସମ୍ପର୍କିତ ତଦନ୍ତ କରୁଛି NIA । ଗତ ଜାନୁଆରୀ ୨୭ ତାରିଖରେ ସୁନ୍ଦରପଦା ଆଜାଦ ନଗରରେ ହୋଇଥିଲା ଭୟାଙ୍କର ବିସ୍ଫୋରଣ । ମୁଖ୍ୟ ଅଭିଯୁକ୍ତ ସେହେନୱାଜ ମଲ୍ଲିକ ଓରଫ ମଫି ଓ ତା' ମା'ଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । NIA ଏ ନେଇ କେସ ନମ୍ବର ୧ / ୨୦୨୬ ରେ ଏକ ମାମଲା ରୁଜୁ କରିବା ସହ ତଦନ୍ତର ପୂର୍ଣ୍ଣ ଭାର କମିଶନରେଟ ପୋଲିସ ଠାରୁ ହାତକୁ ନେଇଛି । 

ଆହୁରି ପଢ଼ନ୍ତୁ: ଅସମ୍ଭାଳ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ, ୨୪ ପର୍ଯ୍ୟନ୍ତ ପ୍ରଚଣ୍ଡ ଖରାରୁ ନିସ୍ତାର ନାହିଁ

ଏହି ତଦନ୍ତ ପ୍ରକ୍ରିୟା ବେଳେ ଜବତ ହୋଇଥିବା ବିସ୍ଫୋରକ RDX ର ବ୍ୟବହାର, ମଫିର ଆନ୍ତରାଜ୍ୟ ଲିଙ୍କ, ପୂର୍ବର ଅପରାଧିକ ମାମଲା ସମ୍ପର୍କରେ ହୋଇପାରେ ଅଧିକ ଖୋଳତାଡ଼। ଠିକ ସେହିପରି ଏତେ ପରିମାଣର RDX କେଉଁଠାରେ ବ୍ୟବହାର ହୋଇଥାନ୍ତା ଏ ସମ୍ପର୍କରେ ଅଧିକ ଖୋଳତାଡ଼ କରିବା ପାଇଁ ଏକାଧିକ ଲୋକଙ୍କୁ ପଚରାଉଚରା ଜାରି ରଖିଛି NIA । ଏପରିକି ମୁଖ୍ୟ ଅଭିଯୁକ୍ତ ତଥା ମୃତ ମଫିର ଗାର୍ଲଫ୍ରେଣ୍ଡକୁ ଅଧିକ ପଚରାଉଚରା କରୁଛି NIA ।

ଆହୁରି ପଢ଼ନ୍ତୁ: ଗଞ୍ଜାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଅଟୋକୁ ଧକ୍କା ଦେଇ ଘୋଷାଡ଼ି ନେଲା ବସ୍, ୬ ମୃତ

09 Apr 2026 By Madhusudan Das

ରାଜଧାନୀ ଆଜାଦନଗର ବିସ୍ଫୋରଣ ଘଟଣା: କ୍ରାଇମ ସ୍ପଟରେ NIA ଟିମର ତଦନ୍ତ

ଭୁବନେଶ୍ୱର: କ୍ରାଇମ ସ୍ପଟରେ NIA ଟିମ । ରାଜଧାନୀ ଭୁବନେଶ୍ୱର ଆଜାଦନଗର ବିସ୍ଫୋରଣ ଘଟଣାରେ ସୁନ୍ଦର ପଦା ଆଜାଦନଗରରେ ପହଁଚିଲା NIA ଟିମ । ବିସ୍ଫୋରଣ ଘଟଣା, ଅପରାଧିକ ଲିଙ୍କ, ଆତଙ୍କି ହମଲା ସମ୍ପର୍କିତ ତଦନ୍ତ କରୁଛି NIA । ଗତ ଜାନୁଆରୀ ୨୭ ତାରିଖରେ ସୁନ୍ଦରପଦା ଆଜାଦ ନଗରରେ ହୋଇଥିଲା ଭୟାଙ୍କର ବିସ୍ଫୋରଣ । ମୁଖ୍ୟ ଅଭିଯୁକ୍ତ ସେହେନୱାଜ ମଲ୍ଲିକ ଓରଫ ମଫି ଓ ତା' ମା'ଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । NIA ଏ ନେଇ କେସ ନମ୍ବର ୧ / ୨୦୨୬ ରେ ଏକ ମାମଲା ରୁଜୁ କରିବା ସହ ତଦନ୍ତର ପୂର୍ଣ୍ଣ ଭାର କମିଶନରେଟ ପୋଲିସ ଠାରୁ ହାତକୁ ନେଇଛି । 

ଏହି ତଦନ୍ତ ପ୍ରକ୍ରିୟା ବେଳେ ଜବତ ହୋଇଥିବା ବିସ୍ଫୋରକ RDX ର ବ୍ୟବହାର, ମଫିର ଆନ୍ତରାଜ୍ୟ ଲିଙ୍କ, ପୂର୍ବର ଅପରାଧିକ ମାମଲା ସମ୍ପର୍କରେ ହୋଇପାରେ ଅଧିକ ଖୋଳତାଡ଼। ଠିକ ସେହିପରି ଏତେ ପରିମାଣର RDX କେଉଁଠାରେ ବ୍ୟବହାର ହୋଇଥାନ୍ତା ଏ ସମ୍ପର୍କରେ ଅଧିକ ଖୋଳତାଡ଼ କରିବା ପାଇଁ ଏକାଧିକ ଲୋକଙ୍କୁ ପଚରାଉଚରା ଜାରି ରଖିଛି NIA । ଏପରିକି ମୁଖ୍ୟ ଅଭିଯୁକ୍ତ ତଥା ମୃତ ମଫିର ଗାର୍ଲଫ୍ରେଣ୍ଡକୁ ଅଧିକ ପଚରାଉଚରା କରୁଛି NIA ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର