ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବଢ଼ିବ ଶୀତ, ଅନେକ ସ୍ଥାନରେ କୁହୁଡ଼ି ଆଶଙ୍କା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲିଠୁ ପାଣିପାଗରେ ପରିବର୍ତ୍ତନ ଦେଖାଯିବ । ଏଥିସହ ବର୍ଷାରେ ବ୍ରେକ ମଧ୍ୟ ଲାଗିଛି।  କାଲିଠୁ ପ୍ରବଳ ଜାଡ ଅନୁଭୂତ ହେବୋ ବଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ। ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଆଭ୍ୟନ୍ତରୀଣ ଓଡିଶାରେ ଶୀତ ଲହରୀ ନେଇ […]

ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲିଠୁ ପାଣିପାଗରେ ପରିବର୍ତ୍ତନ ଦେଖାଯିବ । ଏଥିସହ ବର୍ଷାରେ ବ୍ରେକ ମଧ୍ୟ ଲାଗିଛି।  କାଲିଠୁ ପ୍ରବଳ ଜାଡ ଅନୁଭୂତ ହେବୋ ବଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଆଭ୍ୟନ୍ତରୀଣ ଓଡିଶାରେ ଶୀତ ଲହରୀ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।  ପ୍ରବଳ ଜାଡ ନେଇ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଘନ କୁହୁଡି ନେଇ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାକୁ ସତର୍କ କରାଇଛି।

ଆହୁରି ପଢ଼ନ୍ତୁ: ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

26 Jan 2024 By The Sakala

ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବଢ଼ିବ ଶୀତ, ଅନେକ ସ୍ଥାନରେ କୁହୁଡ଼ି ଆଶଙ୍କା

ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲିଠୁ ପାଣିପାଗରେ ପରିବର୍ତ୍ତନ ଦେଖାଯିବ । ଏଥିସହ ବର୍ଷାରେ ବ୍ରେକ ମଧ୍ୟ ଲାଗିଛି।  କାଲିଠୁ ପ୍ରବଳ ଜାଡ ଅନୁଭୂତ ହେବୋ ବଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ।

ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଆଭ୍ୟନ୍ତରୀଣ ଓଡିଶାରେ ଶୀତ ଲହରୀ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।  ପ୍ରବଳ ଜାଡ ନେଇ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଘନ କୁହୁଡି ନେଇ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାକୁ ସତର୍କ କରାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର