ରାଜ୍ୟରେ ତଳମୁହାଁ ପାରଦ, ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଶୀତର ପ୍ରକୋପ । ପାରଦ ତଳମୁହାଁ ହେବା ଯୋଗୁଁ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ଖସିଛି । ଲଗାତାର ଭାବେ ତାମାତ୍ରା ହ୍ରାସ ହେବା କାରଣରୁ ଥଣ୍ଡା ଅନୁଭୂତ ହେଉଛି । ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋ ଅଧିକ ହେଉଥିବା ବେଳେ କନ୍ଧମାଳ ଜିଲ୍ଲାରେ ତାମାତ୍ରା ୧୦ ଡିଗ୍ରୀ ତଳକୁ ଖସିଛି । ପାଣିାପାଗ କେନ୍ଦ୍ରର ସୂଚନା ଅନୁାୟୀ ରାଜ୍ୟର ତାପମାତ୍ରା […]
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଶୀତର ପ୍ରକୋପ । ପାରଦ ତଳମୁହାଁ ହେବା ଯୋଗୁଁ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ଖସିଛି । ଲଗାତାର ଭାବେ ତାମାତ୍ରା ହ୍ରାସ ହେବା କାରଣରୁ ଥଣ୍ଡା ଅନୁଭୂତ ହେଉଛି । ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋ ଅଧିକ ହେଉଥିବା ବେଳେ କନ୍ଧମାଳ ଜିଲ୍ଲାରେ ତାମାତ୍ରା ୧୦ ଡିଗ୍ରୀ ତଳକୁ ଖସିଛି । ପାଣିାପାଗ କେନ୍ଦ୍ରର ସୂଚନା ଅନୁାୟୀ ରାଜ୍ୟର ତାପମାତ୍ରା ହ୍ରାସ ଯୋଗୁଁ ଅନେକ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ଯାଏଁ କମ ରହିବାର ସମ୍ଭାବନା ରହିଛି । ଫଳରେ ଏହି ସବୁ ସ୍ଥାନରେ ଅଧିକ ମାତ୍ରାରେ ଶୀତ ଅନୁଭୂତ ହେବ ବୋଲି କେନ୍ଦ୍ର କହିଛି ।
ଅନ୍ୟଟେ ତାପମାତ୍ରା ହ୍ରାସ କାରଣରୁ ଗତ ୨୪ ଘଣ୍ଟାରେ ରାଜ୍ୟର ୧୪ ସ୍ଥାନରେ ପାରଦ ୧୫ ଡିଗ୍ରୀ ତଳେ ରହିଛି । ପାହାଡ଼ିଆ ଅଞ୍ଚଳ ମଧ୍ୟରେ କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୯.୬ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଫୁଲବାଣୀ ରେ ପାରଦ ରେ ୧୧.୫ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ କଟକ ଓ ଭୁବନେଶ୍ୱରରେ ପାରଦ ୧୭ ଡିଗ୍ରୀ ଛୁଇଁଛି । ପାଣିାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୫ ଦିନ ମଧ୍ୟରେ ତାମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଯାହାଦ୍ୱାରା ଏହି ସ୍ଥିତି କିଛି ଦିନ ର୍ପ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି । ଅନ୍ୟଟେ ଆସନ୍ତା ୧୬ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ଏହା ପ୍ରଭାବରେ ରାଜ୍ୟକୁ ଆହୁରି ଶୁଷ୍କ ବାୟୁ ପ୍ରବେଶ ବୃଦ୍ଧିାଇବାର ଅଛି । ଯେ ପର୍ଯ୍ୟନ୍ତ ଲଘୁଚାପଟି କୁଳକୁ ନ ଆସିଛି, ସେ ର୍ଯ୍ୟନ୍ତ ଶୀତର ପ୍ରକୋ ଲାଗି ରହିବ ବୋଲି ଜଣାଡ଼ିଛି ।