ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରି ବିଜେ ଆରମ୍ଭ: ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରୁଛନ୍ତି ଶ୍ରୀଜିଉ

The Sakala Picture
Published On

ପୁରୀ : ଆଜି ମହାବାହୁଙ୍କ ଘୋଷଯାତ୍ରାର ଅନ୍ତିମ ପର୍ଯ୍ୟାୟ । ଆଜି ସରିବ ମହାପ୍ରଭୁଙ୍କ ଜନ୍ମବେଦି ଲୀଳା । ରତ୍ନସିଂହାସନକୁ ଫେରିବେ ମହାବାହୁ । ଆରମ୍ଭ ହୋଇଯାଇଛି ନୀଳାଦ୍ରି ବିଜେ । ପ୍ରଥମେ ଗୋଟି ପହଣ୍ଡିରେ ନୀଳାଦ୍ରି ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ ମହାପ୍ରଭୁ। https://www.youtube.com/watch?v=FVZ4UoA6ATs ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିଥାନ୍ତି । ମଦନମୋହନ, ରାମକୃଷ୍ଣ, ସୁଦର୍ଶନ, ବଡ଼ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଶ୍ରୀମନ୍ଦିର ବିଜେ କରିବା ପରେ ଗୋଟି ପହଣ୍ଡିରେ […]

ପୁରୀ : ଆଜି ମହାବାହୁଙ୍କ ଘୋଷଯାତ୍ରାର ଅନ୍ତିମ ପର୍ଯ୍ୟାୟ । ଆଜି ସରିବ ମହାପ୍ରଭୁଙ୍କ ଜନ୍ମବେଦି ଲୀଳା । ରତ୍ନସିଂହାସନକୁ ଫେରିବେ ମହାବାହୁ । ଆରମ୍ଭ ହୋଇଯାଇଛି ନୀଳାଦ୍ରି ବିଜେ । ପ୍ରଥମେ ଗୋଟି ପହଣ୍ଡିରେ ନୀଳାଦ୍ରି ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ ମହାପ୍ରଭୁ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

https://www.youtube.com/watch?v=FVZ4UoA6ATs

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିଥାନ୍ତି । ମଦନମୋହନ, ରାମକୃଷ୍ଣ, ସୁଦର୍ଶନ, ବଡ଼ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଶ୍ରୀମନ୍ଦିର ବିଜେ କରିବା ପରେ ଗୋଟି ପହଣ୍ଡିରେ ଯିବେ ଜଗତ ଠାକୁର ଶ୍ରୀଜଗନ୍ନାଥ। ରସଗୋଲା ଦେଇ ମାତା ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାବାହୁ । ଭଉଣୀ ଓ ଭାଇଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଯାଇଥିଲେ ଶ୍ରୀଜଗନ୍ନାଥ । ତେବେ ମହାପ୍ରଭୁଙ୍କ ଆସିବାରେ ବିଳମ୍ବ ହେବାରୁ ହେରା ପଞ୍ଚମୀ ଦିନ ଲକ୍ଷ୍ମୀ ଠାକୁରାଣୀ ଶ୍ରୀଗୁଣ୍ଡିଚା ଅଭିମୂଖେ ଯାଇଥିଲେ । ପ୍ରଭୁଙ୍କ ଦର୍ଶନ ନପାଇ ରାଗରେ ନନ୍ଦିଘୋଷ ଭାଙ୍ଗି ଫେରିଥିଲେ ଠାକୁରାଣୀ । ତେଣୁ ଅଭିମାନିନୀ ମାଆ ଲକ୍ଷ୍ମୀଙ୍କ ମାନ ଭାଙ୍ଗିବାକୁ ଶ୍ରୀଜଗନ୍ନାଥ ରସଗୋଲା ସାଥିରେ ଆଣିଛନ୍ତି । ପତି-ପତ୍ନୀଙ୍କ ଏହି ମଧୂର ସମ୍ପର୍କକୁ ଶେଷ ଦିନରେ ପ୍ରତିପାଦନ କରିବେ ମହାପ୍ରଭୁ । ଲକ୍ଷ୍ମୀଙ୍କ ମାନ ଭଞ୍ଜନ ପରେ ରତ୍ନ ସିଂହାସନକୁ ଫେରିବେ ନୀଳାଦ୍ରିନାଥ ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

23 Jul 2021 By The Sakala

ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରି ବିଜେ ଆରମ୍ଭ: ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରୁଛନ୍ତି ଶ୍ରୀଜିଉ

ପୁରୀ : ଆଜି ମହାବାହୁଙ୍କ ଘୋଷଯାତ୍ରାର ଅନ୍ତିମ ପର୍ଯ୍ୟାୟ । ଆଜି ସରିବ ମହାପ୍ରଭୁଙ୍କ ଜନ୍ମବେଦି ଲୀଳା । ରତ୍ନସିଂହାସନକୁ ଫେରିବେ ମହାବାହୁ । ଆରମ୍ଭ ହୋଇଯାଇଛି ନୀଳାଦ୍ରି ବିଜେ । ପ୍ରଥମେ ଗୋଟି ପହଣ୍ଡିରେ ନୀଳାଦ୍ରି ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ ମହାପ୍ରଭୁ।

https://www.youtube.com/watch?v=FVZ4UoA6ATs

ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିଥାନ୍ତି । ମଦନମୋହନ, ରାମକୃଷ୍ଣ, ସୁଦର୍ଶନ, ବଡ଼ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଶ୍ରୀମନ୍ଦିର ବିଜେ କରିବା ପରେ ଗୋଟି ପହଣ୍ଡିରେ ଯିବେ ଜଗତ ଠାକୁର ଶ୍ରୀଜଗନ୍ନାଥ। ରସଗୋଲା ଦେଇ ମାତା ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାବାହୁ । ଭଉଣୀ ଓ ଭାଇଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଯାଇଥିଲେ ଶ୍ରୀଜଗନ୍ନାଥ । ତେବେ ମହାପ୍ରଭୁଙ୍କ ଆସିବାରେ ବିଳମ୍ବ ହେବାରୁ ହେରା ପଞ୍ଚମୀ ଦିନ ଲକ୍ଷ୍ମୀ ଠାକୁରାଣୀ ଶ୍ରୀଗୁଣ୍ଡିଚା ଅଭିମୂଖେ ଯାଇଥିଲେ । ପ୍ରଭୁଙ୍କ ଦର୍ଶନ ନପାଇ ରାଗରେ ନନ୍ଦିଘୋଷ ଭାଙ୍ଗି ଫେରିଥିଲେ ଠାକୁରାଣୀ । ତେଣୁ ଅଭିମାନିନୀ ମାଆ ଲକ୍ଷ୍ମୀଙ୍କ ମାନ ଭାଙ୍ଗିବାକୁ ଶ୍ରୀଜଗନ୍ନାଥ ରସଗୋଲା ସାଥିରେ ଆଣିଛନ୍ତି । ପତି-ପତ୍ନୀଙ୍କ ଏହି ମଧୂର ସମ୍ପର୍କକୁ ଶେଷ ଦିନରେ ପ୍ରତିପାଦନ କରିବେ ମହାପ୍ରଭୁ । ଲକ୍ଷ୍ମୀଙ୍କ ମାନ ଭଞ୍ଜନ ପରେ ରତ୍ନ ସିଂହାସନକୁ ଫେରିବେ ନୀଳାଦ୍ରିନାଥ ।

https://www.thesakala.in/latest-odisha-news/niladri-bije/article-4033
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର