ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ନବମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ସାଇକେଲରେ ଲାଗିଲା “ଆମେ ଗଢିବୁ ନୂଆ ଓଡ଼ିଶା”ର ବ୍ରାଣ୍ଡିଂ

The Sakala Picture
Published On

ଭୁବନେଶ୍ୱର: ଆଜିଠୁ ରାଜ୍ୟର ସବୁ ସ୍କୁଲର ନବମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ସାଇକେଲରେ ଲାଗିଲା “ଆମେ ଗଢିବୁ ନୂଆ ଓଡ଼ିଶା”ର ବ୍ରାଣ୍ଡିଂ । ପୂର୍ବରୁ ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପ୍ରତି ସ୍କୁଲକୁ ଚିଠି ମାଧ୍ୟମରେ ନିର୍ଦେଶ ଦେଇଥିଲା। ଆଜି ସେହି କ୍ରମରେ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲରେ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ। ସ୍କୁଲର ନବମ ଶ୍ରେଣୀ ପିଲାଙ୍କ ସାଇକେଲରେ ଷ୍ଟିକର ଲାଗିଛି । ଏହା ସହ “ଆମେ ପଢିବୁ ବଢିବୁ ଶ୍ରେଷ୍ଠ ହେବୁର […]

ଭୁବନେଶ୍ୱର: ଆଜିଠୁ ରାଜ୍ୟର ସବୁ ସ୍କୁଲର ନବମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ସାଇକେଲରେ ଲାଗିଲା “ଆମେ ଗଢିବୁ ନୂଆ ଓଡ଼ିଶା”ର ବ୍ରାଣ୍ଡିଂ । ପୂର୍ବରୁ ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପ୍ରତି ସ୍କୁଲକୁ ଚିଠି ମାଧ୍ୟମରେ ନିର୍ଦେଶ ଦେଇଥିଲା। ଆଜି ସେହି କ୍ରମରେ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲରେ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ। ସ୍କୁଲର ନବମ ଶ୍ରେଣୀ ପିଲାଙ୍କ ସାଇକେଲରେ ଷ୍ଟିକର ଲାଗିଛି । ଏହା ସହ “ଆମେ ପଢିବୁ ବଢିବୁ ଶ୍ରେଷ୍ଠ ହେବୁର ଷ୍ଟିକର ମଧ୍ୟ ଲଗାଯାଇଛି । ପ୍ରଧାନଶିକ୍ଷୟତ୍ରୀଙ୍କ କହିବା କଥା ସରକାର ନୂଆ ଯୋଜନା ଆଣିଛନ୍ତି। ପିଲାମାନେ କିଭଳି ସ୍ମାର୍ଟ ହେବେ, ସବୁଦିନ ସ୍କୁଲ ଆସିବେ, ଉପସ୍ଥାନ ବଢିବ ସେ ନେଇ ମଧ୍ୟ ଲକ୍ଷ୍ୟ ରଖାଯାଇଛି। ସେପଟେ ଛାତ୍ର ଛାତ୍ରୀ ମଧ୍ୟ ନୂଆ ସାଇକେଲ ଓ ବ୍ରାଣ୍ଡିଂ ଷ୍ଟିକର ନେଇ ବେଶ ଖୁସି ।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

30 Nov 2023 By The Sakala

ନବମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ସାଇକେଲରେ ଲାଗିଲା “ଆମେ ଗଢିବୁ ନୂଆ ଓଡ଼ିଶା”ର ବ୍ରାଣ୍ଡିଂ

ଭୁବନେଶ୍ୱର: ଆଜିଠୁ ରାଜ୍ୟର ସବୁ ସ୍କୁଲର ନବମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ସାଇକେଲରେ ଲାଗିଲା “ଆମେ ଗଢିବୁ ନୂଆ ଓଡ଼ିଶା”ର ବ୍ରାଣ୍ଡିଂ । ପୂର୍ବରୁ ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପ୍ରତି ସ୍କୁଲକୁ ଚିଠି ମାଧ୍ୟମରେ ନିର୍ଦେଶ ଦେଇଥିଲା। ଆଜି ସେହି କ୍ରମରେ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲରେ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ। ସ୍କୁଲର ନବମ ଶ୍ରେଣୀ ପିଲାଙ୍କ ସାଇକେଲରେ ଷ୍ଟିକର ଲାଗିଛି । ଏହା ସହ “ଆମେ ପଢିବୁ ବଢିବୁ ଶ୍ରେଷ୍ଠ ହେବୁର ଷ୍ଟିକର ମଧ୍ୟ ଲଗାଯାଇଛି । ପ୍ରଧାନଶିକ୍ଷୟତ୍ରୀଙ୍କ କହିବା କଥା ସରକାର ନୂଆ ଯୋଜନା ଆଣିଛନ୍ତି। ପିଲାମାନେ କିଭଳି ସ୍ମାର୍ଟ ହେବେ, ସବୁଦିନ ସ୍କୁଲ ଆସିବେ, ଉପସ୍ଥାନ ବଢିବ ସେ ନେଇ ମଧ୍ୟ ଲକ୍ଷ୍ୟ ରଖାଯାଇଛି। ସେପଟେ ଛାତ୍ର ଛାତ୍ରୀ ମଧ୍ୟ ନୂଆ ସାଇକେଲ ଓ ବ୍ରାଣ୍ଡିଂ ଷ୍ଟିକର ନେଇ ବେଶ ଖୁସି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର