ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ନିରଞ୍ଜନ ବିଶି

The Sakala Picture
Published On

ନୂଆଦିଲ୍ଲୀ: ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ନିରଞ୍ଜନ ବିଶି । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ । ରାଜ୍ୟସଭା ଉପନିର୍ବାଚନରେ ସୁବାସ ସିଂଙ୍କ ସ୍ଥାନରେ ନିର୍ବାଚିତ ହୋଇଥିଲେ ନିରଞ୍ଜନ ବିଶି । ଉପନିର୍ବାଚନରେ କଂଗ୍ରେସ ଓ ବିଜେପି ପ୍ରାର୍ଥୀ ନ ଦେବାରୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ ନିରଞ୍ଜନ । ନିରଞ୍ଜନ ବିଶି ଜଣେ ଆଦିବାସୀ ନେତା । ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘର ମହାସଚିବ ଭାବେ ଆଦିବାସୀଙ୍କ ବିକାଶ […]

ନୂଆଦିଲ୍ଲୀ: ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ନିରଞ୍ଜନ ବିଶି । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ । ରାଜ୍ୟସଭା ଉପନିର୍ବାଚନରେ ସୁବାସ ସିଂଙ୍କ ସ୍ଥାନରେ ନିର୍ବାଚିତ ହୋଇଥିଲେ ନିରଞ୍ଜନ ବିଶି । ଉପନିର୍ବାଚନରେ କଂଗ୍ରେସ ଓ ବିଜେପି ପ୍ରାର୍ଥୀ ନ ଦେବାରୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ ନିରଞ୍ଜନ । ନିରଞ୍ଜନ ବିଶି ଜଣେ ଆଦିବାସୀ ନେତା । ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘର ମହାସଚିବ ଭାବେ ଆଦିବାସୀଙ୍କ ବିକାଶ ଲାଗି ସଂଗ୍ରାମ କରିଆସିଛନ୍ତି । ଆଦିବାସୀଙ୍କୁ ସେମାନଙ୍କର ନାର୍ଯ୍ଯ ଅଧିକାର ପ୍ରଦାନ, ସେମାନଙ୍କ ଅର୍ଥନୈତିକ ବିକାଶ ଲାଗି ସେ ବିଭିନ୍ନ ସ୍ତରରେ ସ୍ୱର ଉତ୍ତୋଳନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ସର୍ବଦା ଜନସେବାରେ ଲାଗିଛନ୍ତି । ଆଦିବାସୀ ବର୍ଗର ହୋଇଥିଲେ ମଧ୍ୟ ପଛୁଆ ବର୍ଗଙ୍କ ଅଧିକାର ଲାଗି ସର୍ବଦା ସେ ସ୍ୱର ଉତ୍ତୋଳନ କରିଆସିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

24 Jun 2022 By The Sakala

ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ନିରଞ୍ଜନ ବିଶି

ନୂଆଦିଲ୍ଲୀ: ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ନିରଞ୍ଜନ ବିଶି । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ । ରାଜ୍ୟସଭା ଉପନିର୍ବାଚନରେ ସୁବାସ ସିଂଙ୍କ ସ୍ଥାନରେ ନିର୍ବାଚିତ ହୋଇଥିଲେ ନିରଞ୍ଜନ ବିଶି । ଉପନିର୍ବାଚନରେ କଂଗ୍ରେସ ଓ ବିଜେପି ପ୍ରାର୍ଥୀ ନ ଦେବାରୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ ନିରଞ୍ଜନ । ନିରଞ୍ଜନ ବିଶି ଜଣେ ଆଦିବାସୀ ନେତା । ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘର ମହାସଚିବ ଭାବେ ଆଦିବାସୀଙ୍କ ବିକାଶ ଲାଗି ସଂଗ୍ରାମ କରିଆସିଛନ୍ତି । ଆଦିବାସୀଙ୍କୁ ସେମାନଙ୍କର ନାର୍ଯ୍ଯ ଅଧିକାର ପ୍ରଦାନ, ସେମାନଙ୍କ ଅର୍ଥନୈତିକ ବିକାଶ ଲାଗି ସେ ବିଭିନ୍ନ ସ୍ତରରେ ସ୍ୱର ଉତ୍ତୋଳନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ସର୍ବଦା ଜନସେବାରେ ଲାଗିଛନ୍ତି । ଆଦିବାସୀ ବର୍ଗର ହୋଇଥିଲେ ମଧ୍ୟ ପଛୁଆ ବର୍ଗଙ୍କ ଅଧିକାର ଲାଗି ସର୍ବଦା ସେ ସ୍ୱର ଉତ୍ତୋଳନ କରିଆସିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର