ଦୂର ହେବ ଟ୍ରାଫିକ ସମସ୍ୟା, ହଟିବ ରେଡ୍ ଲାଇଟ: ନଗର ଉନ୍ନୟନ ମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଦୂର ହେବ ଟ୍ରାଫିକ ସମସ୍ୟା। ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ। ଲୋକଙ୍କୁ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତି ନିଆଯିବ।  ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଟ୍ରାଫିକ ସମସ୍ୟା […]

ଭୁବନେଶ୍ବର: ଦୂର ହେବ ଟ୍ରାଫିକ ସମସ୍ୟା। ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ। ଲୋକଙ୍କୁ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତି ନିଆଯିବ।  ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଟ୍ରାଫିକ ସମସ୍ୟା ଦୂର ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଏଣେ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ ହେବନି ବୋଲି ବି ମନ୍ତ୍ରୀ କହିଛନ୍ତି। ଟ୍ୱିନ୍‌ ସିଟିରେ ଚାଲୁ ରହିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ। ବୋଲି କହିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର