ଚଳିତ ଶିକ୍ଷାବର୍ଷରେ ସାମିଲ ହେବନି କୌଣସି ନୂଆ ପାଠ୍ୟକ୍ରମ; ବର୍ଷକୁ ଚାରିଥର ହେବ ଅଭିଭାବକ ଓ ଶିକ୍ଷକଙ୍କ ମଧ୍ୟରେ ବୈଠକ

The Sakala Picture
Published On

ଭୁବନେଶ୍ବର: ଚଳିତ ଶିକ୍ଷାବର୍ଷରେ ସାମିଲ ହେବନି କୌଣସି ନୂଆ ପାଠ୍ୟକ୍ରମ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେହିପରି ପୂର୍ବରୁ ବର୍ଷକୁ ଦୁଇଥର ଅଭିଭାବକ ଓ ଶିକ୍ଷକ ବୈଠକ ବସୁଥିଲା । ଏବେ ବର୍ଷକୁ ଚାରିଥର ବସିବ ବୋଲି ମନ୍ତ୍ରୀ କହିଛନ୍ତି । ଏହାର ମୂଳ ଉଦେଶ୍ୟ ହେଉଛି, ପିଲାମାନେ ସ୍କୁଲରେ ଯେତିକି ସମୟ ରହି ପଢୁଛନ୍ତି, ଏହାଠୁ ଘରେ ଅଧିକ ସମୟ ରହୁଛନ୍ତି । ଅଭିଭାବକ […]

ଭୁବନେଶ୍ବର: ଚଳିତ ଶିକ୍ଷାବର୍ଷରେ ସାମିଲ ହେବନି କୌଣସି ନୂଆ ପାଠ୍ୟକ୍ରମ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେହିପରି ପୂର୍ବରୁ ବର୍ଷକୁ ଦୁଇଥର ଅଭିଭାବକ ଓ ଶିକ୍ଷକ ବୈଠକ ବସୁଥିଲା । ଏବେ ବର୍ଷକୁ ଚାରିଥର ବସିବ ବୋଲି ମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

ଏହାର ମୂଳ ଉଦେଶ୍ୟ ହେଉଛି, ପିଲାମାନେ ସ୍କୁଲରେ ଯେତିକି ସମୟ ରହି ପଢୁଛନ୍ତି, ଏହାଠୁ ଘରେ ଅଧିକ ସମୟ ରହୁଛନ୍ତି । ଅଭିଭାବକ ଘରେ କିପରି ପିଲାଙ୍କୁ ଅଧିକ ଫୋକସ ଦେଇପାରିବେ, ଘରେ ଶିକ୍ଷାର ବାତାବରଣ ଦେଇପାରିବେ, ତା’ଉପରେ ଗୁରୁତ୍ବ ଦେବାକୁ ଏହି ବୈଠକ ହେଉଛି । ପିଲାଙ୍କ ପଢ଼ା ପ୍ରତି ସ୍କୁଲ ଯେତିକି ଯତ୍ନବାନ, ଅଭିଭାବକ ମଧ୍ୟ ସେତିକି ଯତ୍ନବାନ ହେବା ଦରକାର ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଜନଗଣନା କରିବା ବାହାନାରେ ଆସିଲା, ବେକରେ ଛୁରୀ ଲଗାଇ ଫୋନ ଓ ମଙ୍ଗଳସୂତ୍ର ନେଇଗଲା ଲୁଟେରା

11 Dec 2022 By The Sakala

ଚଳିତ ଶିକ୍ଷାବର୍ଷରେ ସାମିଲ ହେବନି କୌଣସି ନୂଆ ପାଠ୍ୟକ୍ରମ; ବର୍ଷକୁ ଚାରିଥର ହେବ ଅଭିଭାବକ ଓ ଶିକ୍ଷକଙ୍କ ମଧ୍ୟରେ ବୈଠକ

ଭୁବନେଶ୍ବର: ଚଳିତ ଶିକ୍ଷାବର୍ଷରେ ସାମିଲ ହେବନି କୌଣସି ନୂଆ ପାଠ୍ୟକ୍ରମ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେହିପରି ପୂର୍ବରୁ ବର୍ଷକୁ ଦୁଇଥର ଅଭିଭାବକ ଓ ଶିକ୍ଷକ ବୈଠକ ବସୁଥିଲା । ଏବେ ବର୍ଷକୁ ଚାରିଥର ବସିବ ବୋଲି ମନ୍ତ୍ରୀ କହିଛନ୍ତି ।

ଏହାର ମୂଳ ଉଦେଶ୍ୟ ହେଉଛି, ପିଲାମାନେ ସ୍କୁଲରେ ଯେତିକି ସମୟ ରହି ପଢୁଛନ୍ତି, ଏହାଠୁ ଘରେ ଅଧିକ ସମୟ ରହୁଛନ୍ତି । ଅଭିଭାବକ ଘରେ କିପରି ପିଲାଙ୍କୁ ଅଧିକ ଫୋକସ ଦେଇପାରିବେ, ଘରେ ଶିକ୍ଷାର ବାତାବରଣ ଦେଇପାରିବେ, ତା’ଉପରେ ଗୁରୁତ୍ବ ଦେବାକୁ ଏହି ବୈଠକ ହେଉଛି । ପିଲାଙ୍କ ପଢ଼ା ପ୍ରତି ସ୍କୁଲ ଯେତିକି ଯତ୍ନବାନ, ଅଭିଭାବକ ମଧ୍ୟ ସେତିକି ଯତ୍ନବାନ ହେବା ଦରକାର ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର