ଏ ବର୍ଷ ରାଜ୍ୟରେ ହେବନି ପାୱାର କଟ୍ – ଶକ୍ତି ମନ୍ତ୍ରୀ

ଭୁବନେଶ୍ବର: ଚଳିତ ବର୍ଷ ଖରା ଦିନ ପାୱାର୍‌ କଟ୍‌ର ହେବନି। ଏ ନେଇ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ସେ ଆହୁରି ବି କହିଛନ୍ତି ଯେ, ରାଜ୍ୟରେ ଏବର୍ଷ ପାୱାର୍‌ କଟ୍‌ ହେଇନି କି ହେବାର ସମ୍ଭାବନା ବି ନାହିଁ।  ବିଦ୍ୟୁତ କାଟ ନ ହେଉଣୁ ହେବାର ଆଶଙ୍କା କରୁଛନ୍ତି। ଯଦି ବିଜୁଳି କଟୁଛି ତାର ଅର୍ଥ ନୁହଁ କି ପାୱାର୍‌ କଟ୍ ‌ହେଉଛି। ଅନେକ କାରଣରୁ ନେଇ ବିଜୁଳି କଟା ହୋଇଥାଏ। […]

ଭୁବନେଶ୍ବର: ଚଳିତ ବର୍ଷ ଖରା ଦିନ ପାୱାର୍‌ କଟ୍‌ର ହେବନି। ଏ ନେଇ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ଗଣମାଧ୍ୟମରେ ସୂଚନା ଦେଇଛନ୍ତି।

ସେ ଆହୁରି ବି କହିଛନ୍ତି ଯେ, ରାଜ୍ୟରେ ଏବର୍ଷ ପାୱାର୍‌ କଟ୍‌ ହେଇନି କି ହେବାର ସମ୍ଭାବନା ବି ନାହିଁ।  ବିଦ୍ୟୁତ କାଟ ନ ହେଉଣୁ ହେବାର ଆଶଙ୍କା କରୁଛନ୍ତି। ଯଦି ବିଜୁଳି କଟୁଛି ତାର ଅର୍ଥ ନୁହଁ କି ପାୱାର୍‌ କଟ୍ ‌ହେଉଛି। ଅନେକ କାରଣରୁ ନେଇ ବିଜୁଳି କଟା ହୋଇଥାଏ। କୋଉଠି କେଉଁ ପ୍ରକାରର ଯାନ୍ତ୍ରିକ ତ୍ରୁଟି ଥାଇପାରେ କାଳବୈଶାଖୀ ପାଇଁ। ଏଥିସହ ଶକ୍ତି ମନ୍ତ୍ରୀ ପ୍ରତାପ ଦେବପ୍ରତିଶ୍ରୁତି ଦେଇଛନ୍ତି ଯେ ଏବର୍ଷ ପ‌ାୱାର୍‌ କଟ୍‌ ହେବନି । ଲୋକଙ୍କ ଦାବି ଅନୁଯାୟୀ ବିଦ୍ୟୁତ ଯୋଗାଇ ଦିଆଯାଉଛି।

About The Author: The Sakala