ମନୋରଞ୍ଜନ
ଓଡ଼ିଶା
ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ୪ ବେଳକୁ ଲଘୁଚାପ ସମ୍ଭାବନା
ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି। ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏ ନେଇ IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବର୍ଷାର ପରିମାଣ ବଢିବ ।

02 Oct 2024
By The Sakala

⊕ https://www.thesakala.in/latest-odisha-news/north-bay-of-bengal-low-pressure-likely-at-4-oct/article-35587