ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ ନ କାଟିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏହାରି ମଧ୍ଯରେ ବିଦ୍ୟୁତ କାଟ ନ କରିବାକୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ ନ କାଟିବାକୁ ନିର୍ଦ୍ଦେଶ ଦିଆଯାଇଛି। ବକେୟା ବିଲ୍‌ ପ୍ରଦାନ କରି ନ ଥିଲେ ବି ବିଦ୍ୟୁତ କାଟ ହେବନି। କିନ୍ତୁ ଉପଭୋକ୍ତାଙ୍କୁ […]

ଭୁବନେଶ୍ବର: ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏହାରି ମଧ୍ଯରେ ବିଦ୍ୟୁତ କାଟ ନ କରିବାକୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ ନ କାଟିବାକୁ ନିର୍ଦ୍ଦେଶ ଦିଆଯାଇଛି। ବକେୟା ବିଲ୍‌ ପ୍ରଦାନ କରି ନ ଥିଲେ ବି ବିଦ୍ୟୁତ କାଟ ହେବନି। କିନ୍ତୁ ଉପଭୋକ୍ତାଙ୍କୁ ବକେୟା ବିଲ୍‌ ପୈଠ କରିବାକୁ ପଡ଼ିବ ବୋଲି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି।

About The Author: The Sakala