ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।  ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲିଥିବା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ଉପନିର୍ବାଚନ ପାଇଁ ମେ ୨୬ରୁ ଜୁନ୍ ୨ ପର୍ଯ୍ଯନ୍ତ ନାମାଙ୍କନ ଦାଖଲ ସମୟ ରହିଛି। ସେହିପରି ଜୁନ୍ ୩ରେ ନାମାଙ୍କନ ଯାଞ୍ଚ ହେବ। ୬ ପର୍ଯ୍ଯନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ରହିଛି।

About The Author: The Sakala