+୨ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

The Sakala Picture
Published On

ଭୁବନେଶ୍ୱର : ଯୁକ୍ତ ଦୁଇ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୨ରୁ ୨୭ ତାରିଖ ପର୍ଯ୍ୟନ୍ତ ଆଶାୟୀ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ନଭେମ୍ବର ୧ ତାରିଖରେ ମେରିଟ ଲିଷ୍ଟ ସମେତ ୱେଟିଂ ଲିଷ୍ଟ ପ୍ରକାଶ ପାଇବ। ଖାଲିଥିବା ସିଟ୍ ସଂଖ୍ୟାର ୧୦ ଗୁଣ ଛାତ୍ରଛାତ୍ରୀ ୱେଟିଂ ତାଲିକାରେ ସ୍ଥାନ ପାଇବେ। ୨ରୁ ୫ ତାରିଖ ପର୍ଯ୍ୟନ୍ତ ଚୟନ ଚୟନ ହୋଇଥିବା ଛାତ୍ରଛାତ୍ରୀ ନାମ ଲେଖାଇପାରିବେ। ୱେଟିଂ ତାଲିକାରେ ଥିବା ଛାତ୍ରଛାତ୍ରୀମାନେ ୭ […]

ଭୁବନେଶ୍ୱର : ଯୁକ୍ତ ଦୁଇ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୨ରୁ ୨୭ ତାରିଖ ପର୍ଯ୍ୟନ୍ତ ଆଶାୟୀ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ନଭେମ୍ବର ୧ ତାରିଖରେ ମେରିଟ ଲିଷ୍ଟ ସମେତ ୱେଟିଂ ଲିଷ୍ଟ ପ୍ରକାଶ ପାଇବ। ଖାଲିଥିବା ସିଟ୍ ସଂଖ୍ୟାର ୧୦ ଗୁଣ ଛାତ୍ରଛାତ୍ରୀ ୱେଟିଂ ତାଲିକାରେ ସ୍ଥାନ ପାଇବେ। ୨ରୁ ୫ ତାରିଖ ପର୍ଯ୍ୟନ୍ତ ଚୟନ ଚୟନ ହୋଇଥିବା ଛାତ୍ରଛାତ୍ରୀ ନାମ ଲେଖାଇପାରିବେ।

ଆହୁରି ପଢ଼ନ୍ତୁ: ଉଚ୍ଛୁଳା ଦୟାନଦୀରେ ମାଛ ଧରୁଥିଲେ ବାପା-ପୁଅ, ଡଙ୍ଗାରୁ ଖସିପଡି ପୁଅ ନିଖୋଜ

ୱେଟିଂ ତାଲିକାରେ ଥିବା ଛାତ୍ରଛାତ୍ରୀମାନେ ୭ ଓ ୮ ତାରିଖ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ପଞ୍ଜୀକରଣ କରିବା ପରେ ସେହିଦିନ ସାଢ଼େ ୪ଟାରେ ଚୂଡ଼ାନ୍ତ ୱେଟିଂ ତାଲିକା ପ୍ରକାଶ ପାଇବ। ୧୧ରୁ ୧୩ ତାରିଖ ମଧ୍ୟରେ ନାମଲେଖା ଶେଷ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ସୂଚନା ଦେଇଛି। ସୂଚନାଯୋଗ୍ୟ, ଯେଉଁ ଛାତ୍ରଛାତ୍ରୀମାନେ ପ୍ରଥମ ଦୁଇଟି ପର୍ଯ୍ୟାୟରେ ନାମ ଲେଖାଇନାହାନ୍ତି, ସେମାନେ ଆବେଦନ କରିପାରିବେ।

ଆହୁରି ପଢ଼ନ୍ତୁ: ରଥଯାତ୍ରା ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

12 Oct 2024 By The Sakala

+୨ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର : ଯୁକ୍ତ ଦୁଇ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୨ରୁ ୨୭ ତାରିଖ ପର୍ଯ୍ୟନ୍ତ ଆଶାୟୀ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ନଭେମ୍ବର ୧ ତାରିଖରେ ମେରିଟ ଲିଷ୍ଟ ସମେତ ୱେଟିଂ ଲିଷ୍ଟ ପ୍ରକାଶ ପାଇବ। ଖାଲିଥିବା ସିଟ୍ ସଂଖ୍ୟାର ୧୦ ଗୁଣ ଛାତ୍ରଛାତ୍ରୀ ୱେଟିଂ ତାଲିକାରେ ସ୍ଥାନ ପାଇବେ। ୨ରୁ ୫ ତାରିଖ ପର୍ଯ୍ୟନ୍ତ ଚୟନ ଚୟନ ହୋଇଥିବା ଛାତ୍ରଛାତ୍ରୀ ନାମ ଲେଖାଇପାରିବେ।

ୱେଟିଂ ତାଲିକାରେ ଥିବା ଛାତ୍ରଛାତ୍ରୀମାନେ ୭ ଓ ୮ ତାରିଖ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ପଞ୍ଜୀକରଣ କରିବା ପରେ ସେହିଦିନ ସାଢ଼େ ୪ଟାରେ ଚୂଡ଼ାନ୍ତ ୱେଟିଂ ତାଲିକା ପ୍ରକାଶ ପାଇବ। ୧୧ରୁ ୧୩ ତାରିଖ ମଧ୍ୟରେ ନାମଲେଖା ଶେଷ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ସୂଚନା ଦେଇଛି। ସୂଚନାଯୋଗ୍ୟ, ଯେଉଁ ଛାତ୍ରଛାତ୍ରୀମାନେ ପ୍ରଥମ ଦୁଇଟି ପର୍ଯ୍ୟାୟରେ ନାମ ଲେଖାଇନାହାନ୍ତି, ସେମାନେ ଆବେଦନ କରିପାରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର