ମନୋରଞ୍ଜନ
ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ଜାରି: ଅଗଷ୍ଟ ୨୦ରୁ ସେପ୍ଟେମ୍ବର ୪ ମଧ୍ୟରେ ଅନଲାଇନ୍ ଆବେଦନ
ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅଗଷ୍ଟ ୨୦ରୁ ଆରମ୍ଭ ହେବ +୩ ନାମଲେଖା ଆବେଦନ। ଛାତ୍ରଛାତ୍ରୀମାନେ ଅଗଷ୍ଟ ୨୦ରୁ ସେପ୍ଟେମ୍ଵର ୪ ତାରିଖ ଯାଏଁ ଛାତ୍ରଛାତ୍ରୀମାନେ ଅନଲାଇନ୍ରେ ଆବେଦନ କରିପାରିବେ। samsodisha.gov.in ୱେବସାଇଟ୍ରେ ଅନଲାଇନ୍ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୯ ତାରିଖ ସକାଳ ୧୧ଟାରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ସେପ୍ଟେମ୍ବର ୯ରୁ ୧୪ ତାରିଖ ରାତି ୧୧ଟା ୪୫ ମିନିଟ୍ ଯାଏଁ […]
ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅଗଷ୍ଟ ୨୦ରୁ ଆରମ୍ଭ ହେବ +୩ ନାମଲେଖା ଆବେଦନ। ଛାତ୍ରଛାତ୍ରୀମାନେ ଅଗଷ୍ଟ ୨୦ରୁ ସେପ୍ଟେମ୍ଵର ୪ ତାରିଖ ଯାଏଁ ଛାତ୍ରଛାତ୍ରୀମାନେ ଅନଲାଇନ୍ରେ ଆବେଦନ କରିପାରିବେ। samsodisha.gov.in ୱେବସାଇଟ୍ରେ ଅନଲାଇନ୍ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ।
ସେପ୍ଟେମ୍ବର ୯ ତାରିଖ ସକାଳ ୧୧ଟାରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ସେପ୍ଟେମ୍ବର ୯ରୁ ୧୪ ତାରିଖ ରାତି ୧୧ଟା ୪୫ ମିନିଟ୍ ଯାଏଁ ଯାଏଁ ସାମସ ପୋର୍ଟାଲରେ ଅନଲାଇନ୍ ଫି ଦାଖଲ କରିପାରିବେ ଛାତ୍ରଛାତ୍ରୀ। ଏହାପରେ ପ୍ରଥମ ପର୍ଯ୍ୟାୟର ଆଡମିସନ୍ ପ୍ରକ୍ରିୟା ସେପ୍ଟେମ୍ବର ୧୬ ତାରିଖରେ ଶେଷ ହେବ। ସେପ୍ଟେମ୍ବର ୨୧ରେ ଦ୍ୱିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ।
ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା






