ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତର ନିର୍ବାଚନ କମିସନ୍। ଏସବୁ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରର ସମସ୍ତ ବୁଥରେ ଜୁନ୍ ୧ ତାରିଖରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ। ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ […]

ଭୁବନେଶ୍ବର: ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତର ନିର୍ବାଚନ କମିସନ୍। ଏସବୁ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରର ସମସ୍ତ ବୁଥରେ ଜୁନ୍ ୧ ତାରିଖରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ। ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ।

ଆହୁରି ପଢ଼ନ୍ତୁ: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ବାହୁଡା ଯାତ୍ରା: ଆଜି ଗଡିବ ନନ୍ଦିଘୋଷ ଓ ଦର୍ପଦଳନ ରଥ

07 May 2024 By The Sakala

ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତର ନିର୍ବାଚନ କମିସନ୍। ଏସବୁ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରର ସମସ୍ତ ବୁଥରେ ଜୁନ୍ ୧ ତାରିଖରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ। ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର