ପଦ୍ମପୁର ଆସନ ଖାଲି ନେଇ ବିଧାନସଭା ପକ୍ଷରୁ ନିର୍ବାଚନ କମିଶନଙ୍କୁ କରାଗଲା ଅବଗତ

The Sakala Picture
Published On

ଭୁବନେଶ୍ୱର: ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ପରେ ଖାଲି ପଡ଼ିଛି ପଦ୍ମପୁର ବିଧାନସଭା ଆସନ।  ଏନେଇ ବିଧାନସଭା ପକ୍ଷରୁ ନିର୍ବାଚନ କମିଶନଙ୍କୁ ଅବଗତ କରାଯାଇଛି । ବିଧାନସଭା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ସୂଚନା ଅନୁଯାୟୀ, ୩ଦିନ ତଳେ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ହୋଇଥିଲା । ୬୫ବର୍ଷ ବୟସରେ ଆଖି ବୁଜିଥିଲେ ବିଜୟ ରଞ୍ଜନ ସିଂ ବରିହା । ବିଜୟ ଅସୁସ୍ଥତା କାରଣରୁ କିଛିଦିନ ହେଲା ଚିକିତ୍ସିତ ହେଉଥିଲେ । […]

ଭୁବନେଶ୍ୱର: ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ପରେ ଖାଲି ପଡ଼ିଛି ପଦ୍ମପୁର ବିଧାନସଭା ଆସନ।  ଏନେଇ ବିଧାନସଭା ପକ୍ଷରୁ ନିର୍ବାଚନ କମିଶନଙ୍କୁ ଅବଗତ କରାଯାଇଛି । ବିଧାନସଭା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ସୂଚନା ଅନୁଯାୟୀ, ୩ଦିନ ତଳେ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ହୋଇଥିଲା । ୬୫ବର୍ଷ ବୟସରେ ଆଖି ବୁଜିଥିଲେ ବିଜୟ ରଞ୍ଜନ ସିଂ ବରିହା । ବିଜୟ ଅସୁସ୍ଥତା କାରଣରୁ କିଛିଦିନ ହେଲା ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଭେଣ୍ଟିଲେଟରରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ପଦ୍ମପୁରରୁ ୫ଥର ବିଧାୟକ ଥିଲେ ବିଜୟ । ୧୯୯୦, ୧ରୁ ୨୦୦୦ମସିହା ଯାଏ ଜନତା ଦଳରୁ ବିଧାୟକ ହୋଇଥିଲେ । ୨୦୦୦ ଓ ୨୦୦୯ ଓ ୨୦୧୯ରେ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ । ପଶ୍ଚିମ ଓଡ଼ିଶାରେ ବିଜେଡିର ଜଣା ଟାଣୁଆ ନେତା ଥିଲେ ବିଜୟ । ୨୦୦୯ ମସିହାରେ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ ।  ବିଧାନସଭାରେ ଅନେକ ଗୁରୁତ୍ୱପୂର୍ଣ୍ଣ ଏବଂ ତଥ୍ୟ ସମ୍ବଳିତ ପ୍ରଶ୍ନ ପଚାରି ଚର୍ଚ୍ଚାରେ ରହି ଆସନ୍ତି ବିଜୟ ରଞ୍ଜନ ସିଂ ବରିହା । ତାଙ୍କର ମୃତ୍ୟୁରେ ସମଗ୍ର ଓଡ଼ିଶା ସ୍ତମ୍ଭୀଭୁତ ହୋଇଥିବାବେଳେ ଉକ୍ତ ଆସନ ଏବେ ଖାଲି ପଡ଼ିଛି ।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

06 Oct 2022 By The Sakala

ପଦ୍ମପୁର ଆସନ ଖାଲି ନେଇ ବିଧାନସଭା ପକ୍ଷରୁ ନିର୍ବାଚନ କମିଶନଙ୍କୁ କରାଗଲା ଅବଗତ

ଭୁବନେଶ୍ୱର: ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ପରେ ଖାଲି ପଡ଼ିଛି ପଦ୍ମପୁର ବିଧାନସଭା ଆସନ।  ଏନେଇ ବିଧାନସଭା ପକ୍ଷରୁ ନିର୍ବାଚନ କମିଶନଙ୍କୁ ଅବଗତ କରାଯାଇଛି । ବିଧାନସଭା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।

ସୂଚନା ଅନୁଯାୟୀ, ୩ଦିନ ତଳେ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ହୋଇଥିଲା । ୬୫ବର୍ଷ ବୟସରେ ଆଖି ବୁଜିଥିଲେ ବିଜୟ ରଞ୍ଜନ ସିଂ ବରିହା । ବିଜୟ ଅସୁସ୍ଥତା କାରଣରୁ କିଛିଦିନ ହେଲା ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଭେଣ୍ଟିଲେଟରରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ପଦ୍ମପୁରରୁ ୫ଥର ବିଧାୟକ ଥିଲେ ବିଜୟ । ୧୯୯୦, ୧ରୁ ୨୦୦୦ମସିହା ଯାଏ ଜନତା ଦଳରୁ ବିଧାୟକ ହୋଇଥିଲେ । ୨୦୦୦ ଓ ୨୦୦୯ ଓ ୨୦୧୯ରେ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ । ପଶ୍ଚିମ ଓଡ଼ିଶାରେ ବିଜେଡିର ଜଣା ଟାଣୁଆ ନେତା ଥିଲେ ବିଜୟ । ୨୦୦୯ ମସିହାରେ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ ।  ବିଧାନସଭାରେ ଅନେକ ଗୁରୁତ୍ୱପୂର୍ଣ୍ଣ ଏବଂ ତଥ୍ୟ ସମ୍ବଳିତ ପ୍ରଶ୍ନ ପଚାରି ଚର୍ଚ୍ଚାରେ ରହି ଆସନ୍ତି ବିଜୟ ରଞ୍ଜନ ସିଂ ବରିହା । ତାଙ୍କର ମୃତ୍ୟୁରେ ସମଗ୍ର ଓଡ଼ିଶା ସ୍ତମ୍ଭୀଭୁତ ହୋଇଥିବାବେଳେ ଉକ୍ତ ଆସନ ଏବେ ଖାଲି ପଡ଼ିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର