ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ଗୁରୁତର

The Sakala Picture
Published On

ଅନୁଗୁଳ: ତାଳଚେର ପୁଲିସର ଏନକାଉଣ୍ଟର । ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତର। ତାଳବେଡା ଜଙ୍ଗଲରେ ପୁଲିସର ଏନକାଉଣ୍ଟର । ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି। ଗୁରୁତର ଅବସ୍ଥାରେ ଅନୁଗୁଳ ସରକାରୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସୁଶାନ୍ତ ଗୁଳି କରି ପଳାଉଥିବା ବେଳେ ପୁଲିସ ପାଲଟା ଏନକାଉଣ୍ଟର କରିଥିଲା। ପୁଲିସ ଉପରକୁ ତିନି ରାଉଣ୍ଡ ଗୁଳି ଫାୟରିଂ କରିଥିବା ସୂଚନା । ସୂଚନା ଅନୁଯାୟୀ, ସୁଶାନ୍ତ ନାଁରେ ତାଳଚେର ସମେତ ବିଭିନ୍ନ ଅଞ୍ଚଳରେ ଅପରାଧୀକ […]

ଅନୁଗୁଳ: ତାଳଚେର ପୁଲିସର ଏନକାଉଣ୍ଟର । ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତର। ତାଳବେଡା ଜଙ୍ଗଲରେ ପୁଲିସର ଏନକାଉଣ୍ଟର । ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି। ଗୁରୁତର ଅବସ୍ଥାରେ ଅନୁଗୁଳ ସରକାରୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସୁଶାନ୍ତ ଗୁଳି କରି ପଳାଉଥିବା ବେଳେ ପୁଲିସ ପାଲଟା ଏନକାଉଣ୍ଟର କରିଥିଲା। ପୁଲିସ ଉପରକୁ ତିନି ରାଉଣ୍ଡ ଗୁଳି ଫାୟରିଂ କରିଥିବା ସୂଚନା ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସୂଚନା ଅନୁଯାୟୀ, ସୁଶାନ୍ତ ନାଁରେ ତାଳଚେର ସମେତ ବିଭିନ୍ନ ଅଞ୍ଚଳରେ ଅପରାଧୀକ ମାମଲା ରହିଛି। ସୁଶାନ୍ତଙ୍କ ସହ ଜଙ୍ଗଲରେ ଆଉ ଜଣଙ୍କୁ ଗିରଫ କରିଛି ପୁଲିସ ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର