ଏଣିକି ବିବାହ ଏବଂ ଅନ୍ତେଷ୍ଟିକ୍ରିୟା ପାଇଁ ୱେବସାଇଟରେ ଆବେଦନ

The Sakala Picture
Published On

ଭୁବନେଶ୍ୱର: କଟକ-ଭୁବନେଶ୍ୱରରେ ବିବାହ ଏବଂ ଅନ୍ତେଷ୍ଟି କ୍ରିୟା ପାଇଁ ଆଉ ଯିବାକୁ ପଡିବନି ପୋଲିସ କାର୍ଯ୍ୟାଳୟ । ସାଧାରଣ ଲୋକଙ୍କ ସୁରକ୍ଷା ଏବଂ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କମିସନରେଟ ପୋଲିସ ପକ୍ଷରୁ ଏକ ୱେବସାଇଟ ଲଞ୍ଚ କରାଯାଇଛି । ବିବାହ ଓ ଅନ୍ତେଷ୍ଟିକ୍ରିୟା ପାଇଁ ଅନୁମତି ଚାହୁଁଥିଲେ www.bhubaneswarcuttackpolice.gov.in ୱେବସାଇଟରେ ଆବେଦନ କରିବାକୁ ପଡିବ । ସେହିପରି sms ମାଧ୍ୟମରେ ମଧ୍ୟ ଲାଇସେନ୍ସ ମିଳିପାରିବ ବୋଲି କହିଛନ୍ତି କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଏଥିପାଇଁ ଆବେଦନ […]

ଭୁବନେଶ୍ୱର: କଟକ-ଭୁବନେଶ୍ୱରରେ ବିବାହ ଏବଂ ଅନ୍ତେଷ୍ଟି କ୍ରିୟା ପାଇଁ ଆଉ ଯିବାକୁ ପଡିବନି ପୋଲିସ କାର୍ଯ୍ୟାଳୟ । ସାଧାରଣ ଲୋକଙ୍କ ସୁରକ୍ଷା ଏବଂ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କମିସନରେଟ ପୋଲିସ ପକ୍ଷରୁ ଏକ ୱେବସାଇଟ ଲଞ୍ଚ କରାଯାଇଛି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Image

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ବିବାହ ଓ ଅନ୍ତେଷ୍ଟିକ୍ରିୟା ପାଇଁ ଅନୁମତି ଚାହୁଁଥିଲେ www.bhubaneswarcuttackpolice.gov.in ୱେବସାଇଟରେ ଆବେଦନ କରିବାକୁ ପଡିବ । ସେହିପରି sms ମାଧ୍ୟମରେ ମଧ୍ୟ ଲାଇସେନ୍ସ ମିଳିପାରିବ ବୋଲି କହିଛନ୍ତି କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

Image

ଏଥିପାଇଁ ଆବେଦନ କରିବାର 72 ଘଣ୍ଟା ପୂର୍ବରୁ ତଥ୍ୟ ଦେବାକୁ ପଡିବ । କୋଭିଡ ସମୟରେ ଵ୍ୟଵସ୍ଥା କୁ ସରଳି କରଣ କରିବାକୁ କମିସନରେଟ ପୋଲିସ ପକ୍ଷରୁ ଏହି ପୋର୍ଟାଲ ବ୍ୟବସ୍ଥା କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର