ପାପଡ଼ାହାଣ୍ଡିରେ ପ୍ରବଳ ବର୍ଷା, ରାସ୍ତାର ଉଭୟ ପାର୍ଶ୍ୱରେ ଅଟକି ରହିଛି ଶତାଧିକ ଗାଡ଼ି

The Sakala Picture
Published On

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡିରେ ପ୍ରବଳ ବର୍ଷା । ଏହି ବର୍ଷାରେ ଏକ ଅସ୍ଥାୟୀ ପୋଲ ବୁଡ଼ିଯାଇଛି।  ଟୁରି ନଦୀର ଅସ୍ଥାୟୀ ପୋଲ ଉପରେ ୨ ଫୁଟ୍‌ର ପାଣି ପ୍ରବାହିତ ହେଉଛି। ଫଳରେ ଉମରକୋଟ-ନବରଙ୍ଗପୁର ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ଅଟକି ରହିଛି ଶତାଧିକ ଗାଡ଼ି।

About The Author

Google News
Join Us @ WhatsApp
Google News
Join Us @ WhatsApp

ରାଶିଫଳ