ସେପ୍ଟେମ୍ବର ୨୩ରେ ଭୁବନେଶ୍ବରରେ ଅନୁଷ୍ଠିତ ହେବ ନୂଆଁଖାଇ ଭେଟଘାଟ୍, ଇଷ୍ଟଦେବୀଙ୍କୁ ସମର୍ପିତ କରାଗଲା ପ୍ରଥମ ନିମନ୍ତ୍ରଣ

The Sakala Picture
Published On

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ବର ଠାରେ ନୂଆଁଖାଇ ପରିବାର ତରଫରୁ ଆସନ୍ତା ସେପ୍ଟେମ୍ବର ୨୩ ତାରିଖରେ ହେବାକୁ ଥିବା ନୂଆଁଖାଇ ଭେଟଘାଟ୍ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଠାରେ ଇଷ୍ଟଦେବୀଙ୍କ ପାଖରେ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମର ପ୍ରଥମ ନିମନ୍ତ୍ରଣ ଦିଆଯିବା ସହ ଆଗାମୀ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ବିଷୟରେ ଆଲୋଚନା ହୋଇଥିଲା। ଭୁବନେଶ୍ୱର ସ୍ଥିତ ଅଟଳ ଭବନ, ୟୁନିଟ୍ -୪ ଠାରେ ଚଳଚ୍ଚିତ୍ର ନିର୍ମାତା ସବ୍ୟସାଚୀ ମହାପାତ୍ରଙ୍କ ସଭାପତିତ୍ବରେ ନୂଆଁଖାଇ ପରିବାରର ଏକ ବୈଠକ […]

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ବର ଠାରେ ନୂଆଁଖାଇ ପରିବାର ତରଫରୁ ଆସନ୍ତା ସେପ୍ଟେମ୍ବର ୨୩ ତାରିଖରେ ହେବାକୁ ଥିବା ନୂଆଁଖାଇ ଭେଟଘାଟ୍ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଠାରେ ଇଷ୍ଟଦେବୀଙ୍କ ପାଖରେ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମର ପ୍ରଥମ ନିମନ୍ତ୍ରଣ ଦିଆଯିବା ସହ ଆଗାମୀ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ବିଷୟରେ ଆଲୋଚନା ହୋଇଥିଲା।

ଆହୁରି ପଢ଼ନ୍ତୁ: ଖରାରୁ ମିଳିଲା ଆଶ୍ବସ୍ତି, ଆଜି ରାଜ୍ୟର ୯ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର ସ୍ଥିତ ଅଟଳ ଭବନ, ୟୁନିଟ୍ -୪ ଠାରେ ଚଳଚ୍ଚିତ୍ର ନିର୍ମାତା ସବ୍ୟସାଚୀ ମହାପାତ୍ରଙ୍କ ସଭାପତିତ୍ବରେ ନୂଆଁଖାଇ ପରିବାରର ଏକ ବୈଠକ ବସିଥିଲା। ଏଠାରେ ଆଗାମୀ ସେପ୍ଟେମ୍ବର ୨୩ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ନୂଆଁଖାଇ ଭେଟଘାଟ -୨୦୨୨ ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ବୈଠକରେ ପ୍ରବୋଧ ରଥ, ଶ୍ରୀମୟୀ ମିଶ୍ର, ପ୍ରେମାନିଧି ସେଠ, ଇନ୍ଦ୍ରମଣି ତ୍ରିପାଠୀ, ପଲ୍ଲବୀ ହୋତା, ଆଶିଷ ମିଶ୍ର, ପୁରନ୍ଦର ନନ୍ଦ, ଶୁଭାଶିଷ ମିଶ୍ର, ସଞ୍ଜୟ ତ୍ରିପାଠୀ, ସୁଜିତ କରଣ, ଦୁଃଖୀଶ୍ୟାମ ଭଞ୍ଜ, ପଙ୍କଜ ସାହୁ ଆଦି ସମସ୍ତେ ଉପସ୍ଥିତ ରହି ନୂଆଁଖାଇ ଭେଟଘାଟର ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ ।

ଆହୁରି ପଢ଼ନ୍ତୁ: ନିଜ ଜନ୍ମମାଟିରେ ୬୮ତମ ଜନ୍ମଦିନ ପାଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପିଲାଙ୍କୁ ବାଣ୍ଟିଲେ ଚକୋଲେଟ୍

ଏହି ବୈଠକ ନୂଆଁଖାଇ ଭେଟଘାଟର ‘ନିମନ୍ତ୍ରଣ’ ଲୋକାର୍ପିତ କରାଯାଇ ପ୍ରଥମ ନିମନ୍ତ୍ରଣ ଇଷ୍ଟଦେବୀଙ୍କୁ ସମର୍ପିତ କରାଯାଇଥିଲା। ରାଜଧାନୀ ଭୁବନେଶ୍ଵରରେ ନୂଆଁଖାଇ ଭେଟଘାଟ ମାଧ୍ୟମରେ ଯେପରି ପଶ୍ଚିମ୍ ଓଡ଼ିଶାର କଳା, ସଂସ୍କୃତି, ପରମ୍ପରା ଆଦିର ଯଥାର୍ଥ ପ୍ରତିନିଧିତ୍ଵ କରାଯାଇ ପାରିବ ସେ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ସେପ୍ଟେମ୍ବର ୨୩ରେ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ ଯେପରି ଭାବରେ ସଫଳ ହୋଇପାରିବ ସେଥିପାଇଁ ସଭାପତି ସମସ୍ତଙ୍କର ସାହାଯ୍ୟ କାମନା କରିଥିଲେ।

ଆହୁରି ପଢ଼ନ୍ତୁ: ପୁସ୍ତକ ସମୀକ୍ଷା ଦାୟିତ୍ୱରେ ଥିଲେ ୨୪ ଶିକ୍ଷାବିତ୍‌ ଓ ଅଧିକାରୀ, ତଥାପି ପ୍ରଥମରୁ ଅଷ୍ଟମ ପଢ଼ାବହି ଛପାରେ ମାଳ ମାଳ ତ୍ରୁଟି

12 Sep 2022 By The Sakala

ସେପ୍ଟେମ୍ବର ୨୩ରେ ଭୁବନେଶ୍ବରରେ ଅନୁଷ୍ଠିତ ହେବ ନୂଆଁଖାଇ ଭେଟଘାଟ୍, ଇଷ୍ଟଦେବୀଙ୍କୁ ସମର୍ପିତ କରାଗଲା ପ୍ରଥମ ନିମନ୍ତ୍ରଣ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ବର ଠାରେ ନୂଆଁଖାଇ ପରିବାର ତରଫରୁ ଆସନ୍ତା ସେପ୍ଟେମ୍ବର ୨୩ ତାରିଖରେ ହେବାକୁ ଥିବା ନୂଆଁଖାଇ ଭେଟଘାଟ୍ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଠାରେ ଇଷ୍ଟଦେବୀଙ୍କ ପାଖରେ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମର ପ୍ରଥମ ନିମନ୍ତ୍ରଣ ଦିଆଯିବା ସହ ଆଗାମୀ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ବିଷୟରେ ଆଲୋଚନା ହୋଇଥିଲା।

ଭୁବନେଶ୍ୱର ସ୍ଥିତ ଅଟଳ ଭବନ, ୟୁନିଟ୍ -୪ ଠାରେ ଚଳଚ୍ଚିତ୍ର ନିର୍ମାତା ସବ୍ୟସାଚୀ ମହାପାତ୍ରଙ୍କ ସଭାପତିତ୍ବରେ ନୂଆଁଖାଇ ପରିବାରର ଏକ ବୈଠକ ବସିଥିଲା। ଏଠାରେ ଆଗାମୀ ସେପ୍ଟେମ୍ବର ୨୩ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ନୂଆଁଖାଇ ଭେଟଘାଟ -୨୦୨୨ ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ବୈଠକରେ ପ୍ରବୋଧ ରଥ, ଶ୍ରୀମୟୀ ମିଶ୍ର, ପ୍ରେମାନିଧି ସେଠ, ଇନ୍ଦ୍ରମଣି ତ୍ରିପାଠୀ, ପଲ୍ଲବୀ ହୋତା, ଆଶିଷ ମିଶ୍ର, ପୁରନ୍ଦର ନନ୍ଦ, ଶୁଭାଶିଷ ମିଶ୍ର, ସଞ୍ଜୟ ତ୍ରିପାଠୀ, ସୁଜିତ କରଣ, ଦୁଃଖୀଶ୍ୟାମ ଭଞ୍ଜ, ପଙ୍କଜ ସାହୁ ଆଦି ସମସ୍ତେ ଉପସ୍ଥିତ ରହି ନୂଆଁଖାଇ ଭେଟଘାଟର ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ ।

ଏହି ବୈଠକ ନୂଆଁଖାଇ ଭେଟଘାଟର ‘ନିମନ୍ତ୍ରଣ’ ଲୋକାର୍ପିତ କରାଯାଇ ପ୍ରଥମ ନିମନ୍ତ୍ରଣ ଇଷ୍ଟଦେବୀଙ୍କୁ ସମର୍ପିତ କରାଯାଇଥିଲା। ରାଜଧାନୀ ଭୁବନେଶ୍ଵରରେ ନୂଆଁଖାଇ ଭେଟଘାଟ ମାଧ୍ୟମରେ ଯେପରି ପଶ୍ଚିମ୍ ଓଡ଼ିଶାର କଳା, ସଂସ୍କୃତି, ପରମ୍ପରା ଆଦିର ଯଥାର୍ଥ ପ୍ରତିନିଧିତ୍ଵ କରାଯାଇ ପାରିବ ସେ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ସେପ୍ଟେମ୍ବର ୨୩ରେ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ ଯେପରି ଭାବରେ ସଫଳ ହୋଇପାରିବ ସେଥିପାଇଁ ସଭାପତି ସମସ୍ତଙ୍କର ସାହାଯ୍ୟ କାମନା କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର