ମନୋରଞ୍ଜନ
ନୂଆପଡ଼ା
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
ନୂଆପଡ଼ା ଉପନିର୍ବାଚନରୁ ଆସିଲା ସାଂଘାତିକ ଅଭିଯୋଗ, ଯାହାକୁ ବି ଭୋଟ ଦେଲେ ବିଜେପିକୁ ଯାଉଛି...
Published On
By Deviprasad Mohanty
ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନରୁ ଆସିଛି ଭୋଟ ଚୋରି ଅଭିଯୋଗ। ନୂଆପଡ଼ାର ୨୫୦ ନମ୍ବର ବୁଥରେ ଭୋଟ ଚୋରି ଅଭିଯୋଗ ହୋଇଛି। ଯାହାକୁ ବି ଭୋଟ ଦେଲେ ବିଜେପିକୁ ଯାଉଥିବା ଅଭିଯୋଗ। ଭୋଟ ଗ୍ରହଣ କେନ୍ଦ୍ର ସମ୍ମୁଖରେ ଉତ୍ତେଜନା ଦେଖା ଦେଇଛି। ଭୋଟ୍ ଗ୍ରହଣକୁ ବନ୍ଦ କରାଯାଇଛି। ସାନି ଭୋଟ୍ ଗ୍ରହଣ କରିବାକୁ ଭୋଟର ଦାବି କରିଛନ୍ତି।...
ନୂଆପଡ଼ା ଉପନିର୍ବାଚନ; ସସ୍ପେଣ୍ଡ ହେଲେ ଆଉ ଜଣେ ପ୍ରିଜାଇଡିଂ ଅଫିସର...
Published On
By Deviprasad Mohanty
ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନରେ ଆଉ ଜଣେ ପ୍ରିଜାଇଡିଂ ଅଫିସର ସସ୍ପେଣ୍ଡ ହୋଇଛନ୍ତି। ନୂଆପଡ଼ା ଜିଲା ସିନାପାଲ୍ଲୀ ୪୬ ନଂ ବୁଥ୍ର ପ୍ରିଜାଇଡିଂ ଅଫିସର ସନ୍ଦୀପ ସ୍ବାଇଁଙ୍କୁ ସସ୍ପେଣ୍ଡ କରାଯାଇଛି। ତେବେ ସନ୍ଦୀପ ଭୋଟରଙ୍କ ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ ତାଙ୍କ ପ୍ରତି ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
ସେହିପରି ସକାଳେ ମତଦାନ ଚାଲିଥିବାବେଳେ ଜଣେ ପ୍ରିଜାଇଡିଂ ଅଫିସରଙ୍କ ସସ୍ପେଣ୍ଡ...
ନୂଆପଡ଼ାରେ ହେଉ ମୁକ୍ତ ଓ ଅବାଧ ନିର୍ବାଚନ: ନବୀନ ପଟ୍ଟନାୟକ
Published On
By Deviprasad Mohanty
ଭୁବନେଶ୍ବର: ନୂଆପଡ଼ାରେ ହେଉ ମୁକ୍ତ ଓ ଅବାଧ ନିର୍ବାଚନ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଅପିଲ କରିଛନ୍ତି। ଜିଲ୍ଲା ପ୍ରଶାସନ ଓ ପୋଲିସ ନିରପେକ୍ଷ ଭାବେ ନିର୍ବାଚନ ପରିଚାଳନା କରନ୍ତୁ। ଏହାସହ ସାଇଲେଣ୍ଟ ପିରିୟଡ଼ରେ ବିଭ୍ରାଟକୁ ନେଇ ମଧ୍ୟ ଉଦବେଗ ପ୍ରକାଶ କରିଛନ୍ତି ନବୀନ। ଜିଲ୍ଲା ବାହାରର ନେତାଙ୍କୁ ତଡ଼ିବା ପାଇଁ ପଦକ୍ଷେପ ନେବାକୁ...
ନବୀନଙ୍କ ରୋଡ ଶୋ’; ସ୍ନେହାଙ୍ଗିନୀ ଛୁରିଆଙ୍କୁ ଆଶୀର୍ବାଦ କରନ୍ତୁ, ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ: ନବୀନ ପଟ୍ଟନାୟକ
Published On
By Deviprasad Mohanty
ଭୁବନେଶ୍ବର: ନୂଆପଡା ଉପନିର୍ବାଚନ ପ୍ରଚାର ମଇଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖରିଆର ରୋଡରେ ନବୀନଙ୍କ ରୋଡ ଶୋ’। ସ୍ବତନ୍ତ୍ର ବସରେ ପ୍ରଚାର କରୁଛନ୍ତି ନବୀନ। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ଜଣାଇଲଥିଲେ ନେତା ଓ କର୍ମୀ। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ମାଗୁଛନ୍ତି ଭୋଟ୍। ନବୀନଙ୍କ ରୋଡ ଶୋ’ରେ ପ୍ରବଳ ଜନସମାଗମ ଦେଖିବାକୁ...
ଆସନ୍ତା ୭ରେ ପୁଣି ଥରେ ନୂଆପଡ଼ା ଯିବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ
Published On
By Deviprasad Mohanty
ଭୁବନେଶ୍ବର: ଆସନ୍ତା ୭ରେ ପୁଣି ଥରେ ନୂଆପଡ଼ା ଯିବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ଖରିଆର ରୋଡ୍ ଓ ନୂଆପଡ଼ା ବ୍ଲକରେ ପ୍ରଚାର କରିବେ। ଲୋକଙ୍କ ସହ ମିଶିବେ ଏବଂ କଥା ହେବେ ବୋଲି ନବୀନ ଭିଡିଓ ବାର୍ତ୍ତାରେ କହିଛନ୍ତି। ନୂଆପଡ଼ାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଗତ ନଭେମ୍ବର ୩ ତାରିଖରେ ପ୍ରଚାର...
ସ୍ୱାସ୍ଥ୍ୟସେବାରେ ନୂଆପଡ଼ାକୁ ପ୍ରତାରଣା; ସ୍ୱାସ୍ଥ୍ୟବୀମା ଯୋଜନାରେ ନାହିଁ ଜିଲ୍ଲାର ଗୋଟିଏ ବି ଘରୋଇ ହସ୍ପିଟାଲ
Published On
By Deviprasad Mohanty
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପ୍ରରିପେକ୍ଷୀରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଏକ ନିର୍ଦ୍ଦେଶନାମା ଜିଲ୍ଲାରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟସେବାର ବିକଳ ଚିତ୍ରକୁ ପଦାରେ ପକାଇ ଦେଇଛି। ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ନେଇ ରାଜ୍ୟ ସରକାର ଡିଣ୍ଡିମ ପିଟୁଥିବା ବେଳେ ନୂଆପଡ଼ା ଜିଲ୍ଲାରେ ଏହି ଦେୟମୁକ୍ତ ସ୍ୱାସ୍ଥ୍ୟବୀମା ଯୋଜନା ଉପଲବ୍ଧ ନାହିଁ। ଯୋଜନା ଅଧୀନରେ ନୂଆପଡ଼ା...
ବିଜେପି ଉପରେ ନବୀନଙ୍କ ଜୋରଦାର ଆକ୍ରମଣ; 'ଆଗରୁ ଭୋଟ ଚୋରି, ଆଉ ଏବେ ପ୍ରାର୍ଥୀ ଚୋରି', ବେଇମାନୀର ଜବାବ ଭୋଟର ଦେବେ...
Published On
By Deviprasad Mohanty
ଭୁବନେଶ୍ବର: ନୂଆପଡା ପ୍ରଚାର ମଇଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। କୋମନା ତରବୋଡାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ପଟ୍ଟନାୟକଙ୍କୁ ସେଠାରେ ଭବ୍ୟ ସ୍ବାଗତ କରାଯାଇଥିଲା। ନବୀନ ସ୍ବାଗତମ୍ ଧ୍ବନିରେ କମ୍ପିଥିଲା ସଭାସ୍ଥଳ। ପରେ କୋମନାରେ ଜନତାଙ୍କୁ ନବୀନ ସମ୍ବୋଧନ କରିଥିଲେ। ଜୟ ମା’ ମାଣିକେଶ୍ଵରୀ କହି ସମ୍ବୋଧନ ଆରମ୍ଭ କରିଥିଲେ। ନୂଆପଡ଼ା...
ନୂଆପଡ଼ା ଉପନିର୍ବାଚନ: ଆରମ୍ଭ ହେଲା ହୋମ ଭୋଟିଂ ପ୍ରକ୍ରିୟା, ୨ତାରିଖ ଯାଏଁ ଘରେ ବସି ଭୋଟ ଦେବେ ବରିଷ୍ଠ ଭୋଟର
Published On
By Madhusudan Das
ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହୋଇଛି ହୋମ ଭୋଟିଂ ପ୍ରକ୍ରିୟା । ଭୋଟ୍ ଦେବେ ଘରେ ଥିବା ବୟସ୍କ ଭୋଟର । ୨୫୧ ଜଣ ବୟସ୍କ ଭୋଟର ଘରେ ଦେବେ ଭୋଟ୍ । ୨ ତାରିଖ ଯାଏଁ ଚାଲିବ ହୋମ୍ ଭୋଟିଂ । ଏଥିପାଇଁ ୧୫ଟି ପୋଲିଂ ଦଳ ନିଯୁକ୍ତ ହୋଇଛନ୍ତି...
ଜୟଙ୍କ ପ୍ରାର୍ଥିତ୍ୱକୁ ନେଇ ବିଜେପିରେ ମେଲୁଛି ଫାଟ, ବିଜେଡିରେ ମିଶିଲେ ବସନ୍ତ ପଣ୍ଡାଙ୍କ ପୁତୁରା...
Published On
By Deviprasad Mohanty
ଭୁବନେଶ୍ୱର: ନୂଆପଡା ଉପନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇ ଉଠିଥିବା ବେଳେ ବିଜେଡି ଦିନକୁ ଦିନ ନିଜ ସ୍ଥିତି ସୁଦୃଢ଼ କରି ଚାଲିଛି। ଏହିକ୍ରମରେ ମଙ୍ଗଳବାର ବିଜେପିର ପୂର୍ବତନ ସଭାପତି ତଥା ପୂର୍ବତନ ସାଂସଦ ବସନ୍ତ ପଣ୍ଡାଙ୍କ ପୁତୁରା ହରିଶ୍ଚନ୍ଦ୍ର ପଣ୍ଡା, ସରପଞ୍ଚ ସଂଘର ସାଧାରଣ ସମ୍ପାଦକ ତଥା ପୂର୍ବତନ ଜିଲ୍ଲା ଉପସଭାପତି ଟେକରାମ...
ମା' ବଞ୍ଜାରୀ ଦେବୀ ମନ୍ଦିରରୁ ନୂଆପଡ଼ାରେ ପ୍ରଚାର ଅଭିଯାନ ଆରମ୍ଭ କଲା ବିଜୁ ଜନତା ଦଳ
Published On
By Deviprasad Mohanty
ନୂଆପଡା: ବିଜୁ ଜନତା ଦଳ ଗୁରୁବାର ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରଚାର ଅଭିଯାନର ଶୁଭାରମ୍ଭ କରିଛି। ମା' ବଞ୍ଜାରୀ ଦେବୀ ମନ୍ଦିରରେ ବିଜେଡିର ବରିଷ୍ଠ ନେତାମାନେ ନୂଆପଡ଼ା ଉପନିର୍ବାଚନ ପାଇଁ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ବିପୁଳ ବିଜୟ ତଥା ନୂଆପଡ଼ାର ଶାନ୍ତି, ଉନ୍ନତି ଓ ସମୃଦ୍ଧି ପାଇଁ ମା'ଙ୍କ ଆଶୀର୍ବାଦ...
ନୂଆପଡ଼ା ଉପନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ପ୍ରାର୍ଥୀ...
Published On
By Deviprasad Mohanty
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ପୂର୍ବତନ ମନ୍ତ୍ରୀ, ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ତଥା ପଶ୍ଚିମ ଓଡ଼ିଶାର ଟାଣୁଆ ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ଘୋଷଣା କରି ସମସ୍ତଙ୍କୁ ଚକିତ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ଆଜି ନବୀନ ନିବାସରେ ସେ ସ୍ନେହାଙ୍ଗିନୀଙ୍କ ପ୍ରାର୍ଥିତ୍ୱ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେବା ସହ ତାଙ୍କ...
ନୂଆପଡ଼ା ଉପନିର୍ବାଚନ ନେଇ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର, ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି
Published On
By Satyajeet Sahoo
ନୂଆଦିଲ୍ଲୀ : ନୂଆପଡ଼ା ଉପନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବ। ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି ହେବ। ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ସିଟ୍ ଖାଲି ପଡ଼ିଥିଲା।
ମୁଖ୍ୟ ନିର୍ବାଚନ କମିଶନର ଘୋଷଣା ଅନୁସାରେ...



