ନୂଆପଡ଼ାରେ ପୁଣି ମାଓ ହିଂସା: ବୋମାମାଡ଼ରେ ଉଡାଇ ଦେଲେ ବିଟ୍ ହାଉସ୍, ଜାଳିଦେଲେ ଜେସିବି ମେସିନ୍

The Sakala Picture
Published On

ନୂଆପଡ଼ା: ନୂଆପଡ଼ାରେ ପୁଣି ମାଓ ହିଂସା। ସଦର ଥାନା ଅନ୍ତର୍ଗତ ଗୋଳାବନ୍ଧ ନାକାପଡ଼ାରେ ବୋମାମାଡ଼ କରି ବିଟ୍ ହାଉସ୍ ଓ ଜେସିବି ମେସିନ୍ ଜାଳି ଦେଇଛନ୍ତି ମାଓବାଦୀ। ଗାଁର ବିଭିନ୍ନ ସ୍ଥାନରେ  ମାଓ ପୋଷ୍ଟର ଲଗାଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୧୫ରୁ ୨୦ ଜଣ ସଶସ୍ତ୍ର ମାଓବାଦୀ କେରମେରି ପଞ୍ଚାୟତର ଗୋଳାବନ୍ଧ ନାକାପଡ଼ାରେ ବିଟ୍ ହାଉସ ଉପରକୁ ବୋମାମାଡ଼ କରିଥିଲେ। ଏହାଫଳରେ ବିଟ୍ ହାଉସ୍ ସମ୍ପୂର୍ଣ୍ଣ ଜଳିଯାଇଥିଲା। ଏହାପରେ ସେ‌ମାନେ ଜେସିବି ମେସିନ୍ ଜାଳି […]

ନୂଆପଡ଼ା: ନୂଆପଡ଼ାରେ ପୁଣି ମାଓ ହିଂସା। ସଦର ଥାନା ଅନ୍ତର୍ଗତ ଗୋଳାବନ୍ଧ ନାକାପଡ଼ାରେ ବୋମାମାଡ଼ କରି ବିଟ୍ ହାଉସ୍ ଓ ଜେସିବି ମେସିନ୍ ଜାଳି ଦେଇଛନ୍ତି ମାଓବାଦୀ। ଗାଁର ବିଭିନ୍ନ ସ୍ଥାନରେ  ମାଓ ପୋଷ୍ଟର ଲଗାଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୧୫ରୁ ୨୦ ଜଣ ସଶସ୍ତ୍ର ମାଓବାଦୀ କେରମେରି ପଞ୍ଚାୟତର ଗୋଳାବନ୍ଧ ନାକାପଡ଼ାରେ ବିଟ୍ ହାଉସ ଉପରକୁ ବୋମାମାଡ଼ କରିଥିଲେ। ଏହାଫଳରେ ବିଟ୍ ହାଉସ୍ ସମ୍ପୂର୍ଣ୍ଣ ଜଳିଯାଇଥିଲା। ଏହାପରେ ସେ‌ମାନେ ଜେସିବି ମେସିନ୍ ଜାଳି ଦେଇଥିଲେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

25 Aug 2023 By The Sakala

ନୂଆପଡ଼ାରେ ପୁଣି ମାଓ ହିଂସା: ବୋମାମାଡ଼ରେ ଉଡାଇ ଦେଲେ ବିଟ୍ ହାଉସ୍, ଜାଳିଦେଲେ ଜେସିବି ମେସିନ୍

ନୂଆପଡ଼ା: ନୂଆପଡ଼ାରେ ପୁଣି ମାଓ ହିଂସା। ସଦର ଥାନା ଅନ୍ତର୍ଗତ ଗୋଳାବନ୍ଧ ନାକାପଡ଼ାରେ ବୋମାମାଡ଼ କରି ବିଟ୍ ହାଉସ୍ ଓ ଜେସିବି ମେସିନ୍ ଜାଳି ଦେଇଛନ୍ତି ମାଓବାଦୀ। ଗାଁର ବିଭିନ୍ନ ସ୍ଥାନରେ  ମାଓ ପୋଷ୍ଟର ଲଗାଇଛନ୍ତି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୧୫ରୁ ୨୦ ଜଣ ସଶସ୍ତ୍ର ମାଓବାଦୀ କେରମେରି ପଞ୍ଚାୟତର ଗୋଳାବନ୍ଧ ନାକାପଡ଼ାରେ ବିଟ୍ ହାଉସ ଉପରକୁ ବୋମାମାଡ଼ କରିଥିଲେ। ଏହାଫଳରେ ବିଟ୍ ହାଉସ୍ ସମ୍ପୂର୍ଣ୍ଣ ଜଳିଯାଇଥିଲା। ଏହାପରେ ସେ‌ମାନେ ଜେସିବି ମେସିନ୍ ଜାଳି ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର