By
The Sakala
ନୂଆପଡ଼ା: ନୂଆପଡ଼ାରେ ପୁଣି ମାଓ ହିଂସା। ସଦର ଥାନା ଅନ୍ତର୍ଗତ ଗୋଳାବନ୍ଧ ନାକାପଡ଼ାରେ ବୋମାମାଡ଼ କରି ବିଟ୍ ହାଉସ୍ ଓ ଜେସିବି ମେସିନ୍ ଜାଳି ଦେଇଛନ୍ତି ମାଓବାଦୀ। ଗାଁର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଲଗାଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୧୫ରୁ ୨୦ ଜଣ ସଶସ୍ତ୍ର ମାଓବାଦୀ କେରମେରି ପଞ୍ଚାୟତର ଗୋଳାବନ୍ଧ ନାକାପଡ଼ାରେ ବିଟ୍ ହାଉସ ଉପରକୁ ବୋମାମାଡ଼ କରିଥିଲେ। ଏହାଫଳରେ ବିଟ୍ ହାଉସ୍ ସମ୍ପୂର୍ଣ୍ଣ ଜଳିଯାଇଥିଲା। ଏହାପରେ ସେମାନେ ଜେସିବି ମେସିନ୍ ଜାଳି […]
ନୂଆପଡ଼ା: ନୂଆପଡ଼ାରେ ପୁଣି ମାଓ ହିଂସା। ସଦର ଥାନା ଅନ୍ତର୍ଗତ ଗୋଳାବନ୍ଧ ନାକାପଡ଼ାରେ ବୋମାମାଡ଼ କରି ବିଟ୍ ହାଉସ୍ ଓ ଜେସିବି ମେସିନ୍ ଜାଳି ଦେଇଛନ୍ତି ମାଓବାଦୀ। ଗାଁର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଲଗାଇଛନ୍ତି।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୧୫ରୁ ୨୦ ଜଣ ସଶସ୍ତ୍ର ମାଓବାଦୀ କେରମେରି ପଞ୍ଚାୟତର ଗୋଳାବନ୍ଧ ନାକାପଡ଼ାରେ ବିଟ୍ ହାଉସ ଉପରକୁ ବୋମାମାଡ଼ କରିଥିଲେ। ଏହାଫଳରେ ବିଟ୍ ହାଉସ୍ ସମ୍ପୂର୍ଣ୍ଣ ଜଳିଯାଇଥିଲା। ଏହାପରେ ସେମାନେ ଜେସିବି ମେସିନ୍ ଜାଳି ଦେଇଥିଲେ।
About The Author: The Sakala