ନୂଆପଡ଼ାର ମଧୁକପଡା ଗ୍ରାମ ନିକଟ ଜଙ୍ଗଲରେ ପୁଣି ଠାବ ହେଲା ମହାବଳ ବାଘର ପାଦଚିହ୍ନ

The Sakala Picture
Published On

ନୂଆପଡ଼ା: ନୂଆପଡ଼ା ଜିଲ୍ଲାର ଚନ୍ଦ୍ରପୁର ମଧୁକପଡା ଗ୍ରାମ ନିକଟ ଜଙ୍ଗଲରେ ପୁଣି ଠାବ ହେଲା ମହାବଳ ବାଘର ପାଦଚିହ୍ନ । କିଛି ଦିନ ତଳେ ମହାବଳ ମୁନିଗୁଡା ଦହିଖାଲ ଅଞ୍ଚଳରେ ମଇଁଷି ଛୁଆକୁ ଖାଇବା ପରେ ମହାବଳ ଗତିବିଧି ଉପରେ ନଜର ରଖିଛି ଜିଲ୍ଲା ବନ ବିଭାଗ । ଗ୍ରାମାଞ୍ଚଳରେ ଡାକବାଜି ଯନ୍ତ୍ର ଦ୍ବାରା ସଚେତନ ମଧ୍ୟ କରୁଛି ବନ ବିଭାଗ । ମହାବଳ ପୁଣି ଏବେ ଯିବା ବାଟରେ ଫେରୁଥିବା ନଜିର ରହୁଛି । ବର୍ତ୍ତମାନ […]

ନୂଆପଡ଼ା: ନୂଆପଡ଼ା ଜିଲ୍ଲାର ଚନ୍ଦ୍ରପୁର ମଧୁକପଡା ଗ୍ରାମ ନିକଟ ଜଙ୍ଗଲରେ ପୁଣି ଠାବ ହେଲା ମହାବଳ ବାଘର ପାଦଚିହ୍ନ । କିଛି ଦିନ ତଳେ ମହାବଳ ମୁନିଗୁଡା ଦହିଖାଲ ଅଞ୍ଚଳରେ ମଇଁଷି ଛୁଆକୁ ଖାଇବା ପରେ ମହାବଳ ଗତିବିଧି ଉପରେ ନଜର ରଖିଛି ଜିଲ୍ଲା ବନ ବିଭାଗ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ଗ୍ରାମାଞ୍ଚଳରେ ଡାକବାଜି ଯନ୍ତ୍ର ଦ୍ବାରା ସଚେତନ ମଧ୍ୟ କରୁଛି ବନ ବିଭାଗ । ମହାବଳ ପୁଣି ଏବେ ଯିବା ବାଟରେ ଫେରୁଥିବା ନଜିର ରହୁଛି । ବର୍ତ୍ତମାନ ସୁଦ୍ଧା ମହାବଳ ବାଘକୁ ଦେଖି ନଥିବା ବେଳେ ପାଦଚିହ୍ନ ଠାବ କରି ନଜର ରଖୁଛି ବନ ବିଭାଗ । ଆଜି ଗୁଡାରି ଓ ଚନ୍ଦ୍ରପୁର ସିମାନ୍ତରେ ବାଘଟି ରହିଥିବାରୁ ବର୍ତ୍ତମାନ ପୁଣି ବାଘଟି ଯିବା ବାଟରେ ଫେରୁଥିବା ଅନୁମାନ କରାଯାଉଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର