ଭାରସାମ୍ଯ ହରାଇ ଗଛରେ ପିଟିହେଲା କାର୍ , ୬ମୃତ

The Sakala Picture
Published On

ନୂଆପଡ଼ା : ନୂଆପଡା ଜିଲ୍ଲା ଜୋଙ୍କ ଥାନା ଅନ୍ତର୍ଗତ ସୁନସୁନିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ଗଛରେ ପିଟି ହେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଓ ଜଣେ ମହିଳା ଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁଯାୟୀ, ନୂଆପଡା-ବରଗଡ ରାସ୍ତାର ସୁନସୁନିଆ ଗାଁ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା କାର । ସେମାନେ ବରଗଡ଼ରୁ […]

ନୂଆପଡ଼ା : ନୂଆପଡା ଜିଲ୍ଲା ଜୋଙ୍କ ଥାନା ଅନ୍ତର୍ଗତ ସୁନସୁନିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ଗଛରେ ପିଟି ହେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଓ ଜଣେ ମହିଳା ଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ସୂଚନା ଅନୁଯାୟୀ, ନୂଆପଡା-ବରଗଡ ରାସ୍ତାର ସୁନସୁନିଆ ଗାଁ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା କାର । ସେମାନେ ବରଗଡ଼ରୁ ନୂଆପଡ଼ା ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ସମସ୍ତେ ପଡୋଶୀ ଛତିଶଗଡ଼ ରାଜ୍ୟର ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

01 Mar 2022 By The Sakala

ଭାରସାମ୍ଯ ହରାଇ ଗଛରେ ପିଟିହେଲା କାର୍ , ୬ମୃତ

ନୂଆପଡ଼ା : ନୂଆପଡା ଜିଲ୍ଲା ଜୋଙ୍କ ଥାନା ଅନ୍ତର୍ଗତ ସୁନସୁନିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ଗଛରେ ପିଟି ହେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଓ ଜଣେ ମହିଳା ଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି ।

ସୂଚନା ଅନୁଯାୟୀ, ନୂଆପଡା-ବରଗଡ ରାସ୍ତାର ସୁନସୁନିଆ ଗାଁ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା କାର । ସେମାନେ ବରଗଡ଼ରୁ ନୂଆପଡ଼ା ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ସମସ୍ତେ ପଡୋଶୀ ଛତିଶଗଡ଼ ରାଜ୍ୟର ବୋଲି ଜଣାପଡ଼ିଛି।

https://www.thesakala.in/latest-odisha-news/nuapada/car-lost-its-balance-and-hit-a-tree-8-death/article-9607
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର