ପାରିବାରିକ କଳହର କରୁଣ ପରିଣତି, ୧୩ ବର୍ଷୀୟ ଝିଅକୁ ତଣ୍ଟି ଚିପି ମାରିଦେଲା ପିଶାଚ ବାପା

The Sakala Picture
Published On

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା କେନ୍ଦୁବାହାରା ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି। ୧୩ ବର୍ଷୀୟ ଝିଅକୁ ତଣ୍ଟି ଚିପି ହତ୍ୟା କରିଛି ପିଶାଚ ବାପା । ଖବର ପାଇବା ପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଝିଅର ମୃତଦେହକୁ ଜବତ କରିବା ସହ ପିଶାଚ ବାପାଙ୍କ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି  । ସୂଚନା ଅନୁଯାୟୀ, ଗତକାଲି ଅପରାହ୍ନରେ କେନ୍ଦୁବାହାରା ଗାଁର ଗଜାନନ୍ଦ ମାଝୀ ମଦ ପିଇ ଘରକୁ ଯାଇଥିଲେ । ଏହି ସମୟରେ […]

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା କେନ୍ଦୁବାହାରା ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି। ୧୩ ବର୍ଷୀୟ ଝିଅକୁ ତଣ୍ଟି ଚିପି ହତ୍ୟା କରିଛି ପିଶାଚ ବାପା । ଖବର ପାଇବା ପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଝିଅର ମୃତଦେହକୁ ଜବତ କରିବା ସହ ପିଶାଚ ବାପାଙ୍କ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି  ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଏବେ ଅଲୋଡ଼ା, ମାତ୍ର 'ଉତ୍ତରପ୍ରଦେଶ ଏବେ ‘୫-ଟି’ର ଶ୍ରେଷ୍ଠ ମଡେ଼ଲ'

ସୂଚନା ଅନୁଯାୟୀ, ଗତକାଲି ଅପରାହ୍ନରେ କେନ୍ଦୁବାହାରା ଗାଁର ଗଜାନନ୍ଦ ମାଝୀ ମଦ ପିଇ ଘରକୁ ଯାଇଥିଲେ । ଏହି ସମୟରେ ସ୍ତ୍ରୀ ଗୋପପୁରୀ ମାଝୀଙ୍କ ସହ ଯୁକ୍ତିତର୍କ ହୋଇଥିଲା । ପରେ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ବଢ଼ି ଯାଇଥିଲା । ଏହାଦେଖି ଝଗଡ଼ା ବନ୍ଦ କରିବା ପାଇଁ ଆସିଥିଲା ଝିଅ । ଏଥିରେ ଉତକ୍ଷିପ୍ତ ହୋଇ ହିତାହିତ ଜ୍ଞାନ ହରାଇ ବସିଥିଲା ଅଭିଯୁକ୍ତ ବାପା । ନିଶାସକ୍ତ ବାପା ୧୩ ବର୍ଷର ନାବାଳିକା ଝିଅଙ୍କ ତଣ୍ଟି ଚିପି ହତ୍ୟା କରିଥିଲା ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

25 Jul 2023 By The Sakala

ପାରିବାରିକ କଳହର କରୁଣ ପରିଣତି, ୧୩ ବର୍ଷୀୟ ଝିଅକୁ ତଣ୍ଟି ଚିପି ମାରିଦେଲା ପିଶାଚ ବାପା

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା କେନ୍ଦୁବାହାରା ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି। ୧୩ ବର୍ଷୀୟ ଝିଅକୁ ତଣ୍ଟି ଚିପି ହତ୍ୟା କରିଛି ପିଶାଚ ବାପା । ଖବର ପାଇବା ପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଝିଅର ମୃତଦେହକୁ ଜବତ କରିବା ସହ ପିଶାଚ ବାପାଙ୍କ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି  ।

ସୂଚନା ଅନୁଯାୟୀ, ଗତକାଲି ଅପରାହ୍ନରେ କେନ୍ଦୁବାହାରା ଗାଁର ଗଜାନନ୍ଦ ମାଝୀ ମଦ ପିଇ ଘରକୁ ଯାଇଥିଲେ । ଏହି ସମୟରେ ସ୍ତ୍ରୀ ଗୋପପୁରୀ ମାଝୀଙ୍କ ସହ ଯୁକ୍ତିତର୍କ ହୋଇଥିଲା । ପରେ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ବଢ଼ି ଯାଇଥିଲା । ଏହାଦେଖି ଝଗଡ଼ା ବନ୍ଦ କରିବା ପାଇଁ ଆସିଥିଲା ଝିଅ । ଏଥିରେ ଉତକ୍ଷିପ୍ତ ହୋଇ ହିତାହିତ ଜ୍ଞାନ ହରାଇ ବସିଥିଲା ଅଭିଯୁକ୍ତ ବାପା । ନିଶାସକ୍ତ ବାପା ୧୩ ବର୍ଷର ନାବାଳିକା ଝିଅଙ୍କ ତଣ୍ଟି ଚିପି ହତ୍ୟା କରିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର