ନୂଆପଡ଼ା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ବର : ନୂଆପଡ଼ା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି। ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।  ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ତାଙ୍କର ମୃତ୍ୟୁ ଖବର ପାଇ ବିଭିନ୍ନ ରାଜନୈତିକ ଦଳର ନେତା ଓ କର୍ମୀଙ୍କ ମହଲରେ ଗଭୀର ଶୋକର ଲହରୀ ଖେଳିଯାଇଛି। ୨୦ ନଭେମ୍ବର ୧୯୫୬ ମସିହାରେ ଜନ୍ମଗ୍ରହଣ କରିଥିବା ରାଜେନ୍ଦ୍ର ଢୋଲକିଆ ନୂଆପଡ଼ାରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।୨୦୦୪ରୁ ସ୍ବାଧିନ, ୨୦୦୯ରେ ବିଜେଡି,୨୦୧୯ […]

ଭୁବନେଶ୍ବର : ନୂଆପଡ଼ା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି। ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।  ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ତାଙ୍କର ମୃତ୍ୟୁ ଖବର ପାଇ ବିଭିନ୍ନ ରାଜନୈତିକ ଦଳର ନେତା ଓ କର୍ମୀଙ୍କ ମହଲରେ ଗଭୀର ଶୋକର ଲହରୀ ଖେଳିଯାଇଛି।

୨୦ ନଭେମ୍ବର ୧୯୫୬ ମସିହାରେ ଜନ୍ମଗ୍ରହଣ କରିଥିବା ରାଜେନ୍ଦ୍ର ଢୋଲକିଆ ନୂଆପଡ଼ାରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।୨୦୦୪ରୁ ସ୍ବାଧିନ, ୨୦୦୯ରେ ବିଜେଡି,୨୦୧୯ ଓ ୨୦୨୪ରେ ମଧ୍ୟ ବିଜେଡି ଟିକେଟରୁ ନୂଆପଡ଼ା ନିର୍ବାଚନ ମଣ୍ଡଳୀ ରୁ ବିଧାୟକ ହେବା ସହ ନବୀନ ସରକାରରେ ସେ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର