ଦେଶରେ ବଢୁଛି କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୭ ଜଣଙ୍କର ମୃତ୍ୟୁ…

The Sakala Picture
Published On

ଭୁବନେଶ୍ବର: ଦେଶରେ ବଢୁଛି କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧୦ରେ ପହଞ୍ଚିଛି। କେରଳରେ ସର୍ବାଧିକ ୧୧୪୭, ମହାରାଷ୍ଟ୍ର ୪୨୪, ଦିଲ୍ଲୀରେ ୨୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ କୋରୋନାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସାରା ଦେଶରେ ୫୧୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ରେ ପହଞ୍ଚିଛି। କଟକ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା […]

ଭୁବନେଶ୍ବର: ଦେଶରେ ବଢୁଛି କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧୦ରେ ପହଞ୍ଚିଛି। କେରଳରେ ସର୍ବାଧିକ ୧୧୪୭, ମହାରାଷ୍ଟ୍ର ୪୨୪, ଦିଲ୍ଲୀରେ ୨୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ କୋରୋନାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସାରା ଦେଶରେ ୫୧୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ସେହିପରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ରେ ପହଞ୍ଚିଛି। କଟକ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି ଲିମିଟେଡ୍‌ଗୁଡ଼ିକର ଆର୍ଥିକ କ୍ଷମତାକୁ ବୃଦ୍ଧି କଲେ ରାଜ୍ୟ ସରକାର

31 May 2025 By The Sakala

ଦେଶରେ ବଢୁଛି କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୭ ଜଣଙ୍କର ମୃତ୍ୟୁ…

ଭୁବନେଶ୍ବର: ଦେଶରେ ବଢୁଛି କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧୦ରେ ପହଞ୍ଚିଛି। କେରଳରେ ସର୍ବାଧିକ ୧୧୪୭, ମହାରାଷ୍ଟ୍ର ୪୨୪, ଦିଲ୍ଲୀରେ ୨୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ କୋରୋନାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସାରା ଦେଶରେ ୫୧୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସେହିପରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ରେ ପହଞ୍ଚିଛି। କଟକ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର