ପୁଣି ଟ୍ରାକକୁ ଫେରୁଛି ଓଡ଼ିଆ ସିନେମା: ହିନ୍ଦୀରେ ରିମେକ୍ ହେବ ଓଡିଆ ସିନେମା ‘ପ୍ରତୀକ୍ଷା’

The Sakala Picture
Published On

ଭୁବନେଶ୍ବର: ହିନ୍ଦୀରେ ରିମେକ୍ ହେବ ଓଡିଆ ସିନେମା ପ୍ରତୀକ୍ଷା । ଦମନ ପରେ ଆଉ ଏକ ଓଡିଆ ଫିଲ୍ମ ପ୍ରତିକ୍ଷାକୁ ନେଇ ନୂଆ ସମ୍ଭାବନା ଦେଖିବାକୁ ମିଳିଛି । ପ୍ରତିକ୍ଷାର ହିନ୍ଦୀ ରିମେକର ପ୍ରଯୋଜନା କରିବେ ବଲିଉଡର ଭେଟେରାନ କଳାକାର ଅନୁମପ୍ ଖେର । ଏଥିସହିତ ନିଜେ ମଧ୍ୟ ଫିଲ୍ମରେ ବାପା ଭୂମିକାରେ ଅଭିନୟ କରିବେ ବୋଲି ସେ ଘୋଷଣା କରିଛନ୍ତି । ଗୋଆରେ ୫୩ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଚାଲିଛ । ଏହି ଫିଲ୍ମ ଦେଖୁଥିଲେ […]

ଭୁବନେଶ୍ବର: ହିନ୍ଦୀରେ ରିମେକ୍ ହେବ ଓଡିଆ ସିନେମା ପ୍ରତୀକ୍ଷା । ଦମନ ପରେ ଆଉ ଏକ ଓଡିଆ ଫିଲ୍ମ ପ୍ରତିକ୍ଷାକୁ ନେଇ ନୂଆ ସମ୍ଭାବନା ଦେଖିବାକୁ ମିଳିଛି । ପ୍ରତିକ୍ଷାର ହିନ୍ଦୀ ରିମେକର ପ୍ରଯୋଜନା କରିବେ ବଲିଉଡର ଭେଟେରାନ କଳାକାର ଅନୁମପ୍ ଖେର । ଏଥିସହିତ ନିଜେ ମଧ୍ୟ ଫିଲ୍ମରେ ବାପା ଭୂମିକାରେ ଅଭିନୟ କରିବେ ବୋଲି ସେ ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

ଗୋଆରେ ୫୩ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଚାଲିଛ । ଏହି ଫିଲ୍ମ ଦେଖୁଥିଲେ ବଲିଉଡ ଅଭିନେତା ଅନୁପମ ଖେର୍। ଫିଲ୍ମଟି ରିଲିଜ୍ ପୂର୍ବରୁ ଢେର୍ ପ୍ରଂଶସା ସାଉଁଟିଛି ଓଡ଼ିଆ ଫିଲ୍ମ ପ୍ରତୀକ୍ଷା । ଗୋଆରେ ପ୍ରଦର୍ଶିତ ହୋଇ ଜୁରୀଙ୍କ ପ୍ରଶଂସା ଗୋଟାଇଛି ଫିଲ୍ମ ପ୍ରତିକ୍ଷା । ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ସହ ରିମେକ ପାଇଁ ଅନୁବନ୍ଧିତ ହେଲେ ଅନୁପମ ଖେର ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

23 Nov 2022 By The Sakala

ପୁଣି ଟ୍ରାକକୁ ଫେରୁଛି ଓଡ଼ିଆ ସିନେମା: ହିନ୍ଦୀରେ ରିମେକ୍ ହେବ ଓଡିଆ ସିନେମା ‘ପ୍ରତୀକ୍ଷା’

ଭୁବନେଶ୍ବର: ହିନ୍ଦୀରେ ରିମେକ୍ ହେବ ଓଡିଆ ସିନେମା ପ୍ରତୀକ୍ଷା । ଦମନ ପରେ ଆଉ ଏକ ଓଡିଆ ଫିଲ୍ମ ପ୍ରତିକ୍ଷାକୁ ନେଇ ନୂଆ ସମ୍ଭାବନା ଦେଖିବାକୁ ମିଳିଛି । ପ୍ରତିକ୍ଷାର ହିନ୍ଦୀ ରିମେକର ପ୍ରଯୋଜନା କରିବେ ବଲିଉଡର ଭେଟେରାନ କଳାକାର ଅନୁମପ୍ ଖେର । ଏଥିସହିତ ନିଜେ ମଧ୍ୟ ଫିଲ୍ମରେ ବାପା ଭୂମିକାରେ ଅଭିନୟ କରିବେ ବୋଲି ସେ ଘୋଷଣା କରିଛନ୍ତି ।

ଗୋଆରେ ୫୩ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଚାଲିଛ । ଏହି ଫିଲ୍ମ ଦେଖୁଥିଲେ ବଲିଉଡ ଅଭିନେତା ଅନୁପମ ଖେର୍। ଫିଲ୍ମଟି ରିଲିଜ୍ ପୂର୍ବରୁ ଢେର୍ ପ୍ରଂଶସା ସାଉଁଟିଛି ଓଡ଼ିଆ ଫିଲ୍ମ ପ୍ରତୀକ୍ଷା । ଗୋଆରେ ପ୍ରଦର୍ଶିତ ହୋଇ ଜୁରୀଙ୍କ ପ୍ରଶଂସା ଗୋଟାଇଛି ଫିଲ୍ମ ପ୍ରତିକ୍ଷା । ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ସହ ରିମେକ ପାଇଁ ଅନୁବନ୍ଧିତ ହେଲେ ଅନୁପମ ଖେର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର