ଭିଜିଲାନ୍ସ ଜାଲରେ OAS ଅଧିକାରୀ, ଲାଞ୍ଚ ନେଇ ଧରାପଡ଼ିଲେ....

Deviprasad Mohanty Picture
Published On

ଗଞ୍ଜାମ: ଭିଜିଲାନ୍ସ ଜାଲରେ OAS ଅଧିକାରୀ। ଭିଜିଲାନ୍ସ ଜାଲରେ ଗଞ୍ଜାମ ବେଲଗୁଣ୍ଠା NAC କାର୍ଯ୍ୟନିର୍ବାହୀ ଅଧିକାରୀ। କାର୍ଯ୍ୟନିର୍ବାହୀ ଅଧିକାରୀ OAS ବନମାଳୀ ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ । ଜଣେ କର୍ମଚାରୀଙ୍କ ରିଲିଜ ଅର୍ଡର ଓ ଏରିୟର କରାଇଦେବାକୁ ଲାଞ୍ଚ ନେଉଥିଲେ। ଲାଞ୍ଚ ନେଇ ଧରାପଡ଼ିବା ପରେ ବନମାଳୀଙ୍କ ୩ଟି ସ୍ଥାନରେ ରେଡ୍‌ ଆରମ୍ଭ ହୋଇଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

08 Oct 2025 By Deviprasad Mohanty

ଭିଜିଲାନ୍ସ ଜାଲରେ OAS ଅଧିକାରୀ, ଲାଞ୍ଚ ନେଇ ଧରାପଡ଼ିଲେ....

ଗଞ୍ଜାମ: ଭିଜିଲାନ୍ସ ଜାଲରେ OAS ଅଧିକାରୀ। ଭିଜିଲାନ୍ସ ଜାଲରେ ଗଞ୍ଜାମ ବେଲଗୁଣ୍ଠା NAC କାର୍ଯ୍ୟନିର୍ବାହୀ ଅଧିକାରୀ। କାର୍ଯ୍ୟନିର୍ବାହୀ ଅଧିକାରୀ OAS ବନମାଳୀ ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ । ଜଣେ କର୍ମଚାରୀଙ୍କ ରିଲିଜ ଅର୍ଡର ଓ ଏରିୟର କରାଇଦେବାକୁ ଲାଞ୍ଚ ନେଉଥିଲେ। ଲାଞ୍ଚ ନେଇ ଧରାପଡ଼ିବା ପରେ ବନମାଳୀଙ୍କ ୩ଟି ସ୍ଥାନରେ ରେଡ୍‌ ଆରମ୍ଭ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର