ଡିସେମ୍ବର ୧୫ ରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା, ପ୍ରକାଶ ପାଇଲା ବିଜ୍ଞପ୍ତି

The Sakala Picture
Published On

ଭୁବନେଶ୍ୱର: ୨୦୨୩ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ଘୋଷଣା । ଡିସେମ୍ବର ୧୫ ରେ ଓଏଏସ ପ୍ରିଲିମ୍‌ ପରୀକ୍ଷା ଅନୁଷ୍ଠିତ ହେବ। ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ନେଇ ଓପିଏସସିରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡିଶା ଲୋକସେବା ଆୟୋଗ କରୁଛି ଏହି ପରୀକ୍ଷା। ପରୀକ୍ଷା ସମ୍ପର୍କରେ ସବିଶେଷ ତଥ୍ୟ ପାଇଁ ପରୀକ୍ଷାର୍ଥୀ http://opsc.gov.in ରେ ଲଗ ଅନ କରିବାକୁ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ଓମ୍ ସତ କହିଥିବା ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟରୁ ସ୍ପଷ୍ଟ, ୫/୬ ଅଭିଯୁକ୍ତ ଏବେ ବି ଫେରାର

06 Nov 2024 By The Sakala

ଡିସେମ୍ବର ୧୫ ରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ୨୦୨୩ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ଘୋଷଣା । ଡିସେମ୍ବର ୧୫ ରେ ଓଏଏସ ପ୍ରିଲିମ୍‌ ପରୀକ୍ଷା ଅନୁଷ୍ଠିତ ହେବ। ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ନେଇ ଓପିଏସସିରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡିଶା ଲୋକସେବା ଆୟୋଗ କରୁଛି ଏହି ପରୀକ୍ଷା। ପରୀକ୍ଷା ସମ୍ପର୍କରେ ସବିଶେଷ ତଥ୍ୟ ପାଇଁ ପରୀକ୍ଷାର୍ଥୀ http://opsc.gov.in ରେ ଲଗ ଅନ କରିବାକୁ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର