ବାତ୍ୟା ପାଇଁ OAS ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ବାତ୍ୟା ଦାନା ପାଇଁ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ ରଖିଲା ଓଡ଼ିଶା ଲୋକସେବା ଆୟୋଗ । ଆସନ୍ତା ୨୭ ତାରିଖରେ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ହେବାର ଥିଲା । କିନ୍ତୁ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ତେବେ ୭ ଦିନ ପରେ ନୂଆ ତାରିଖ ଧାର୍ୟ୍ୟ ହେବ ବୋଲି ଓଡ଼ିଶା ଲୋକସେବା ଆୟୋଗ  ପକ୍ଷରୁ କୁହାଯାଇଛି ।

About The Author: The Sakala