ଘୋଷଣା ହେଲା ଓଡ଼ିଶା ପ୍ରଶାସନିକ ସେବା ପ୍ରିଲିମ୍ ପରୀକ୍ଷା ତାରିଖ
ଭୁବନେଶ୍ବର:ଓଡ଼ିଶା ପ୍ରଶାସନିକ ସେବା (OCS) ର ପ୍ରିଲିମ୍ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଅକ୍ଟୋବର ୧୬ ତାରିଖରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏ ନେଇ ସୂଚନା ଦେଇଛି ଓଡ଼ିଶା ଲୋକ ସେବା ଆୟୋଗ ବା ଓପିଏସ୍ସି। ୨୦୨୧ ବର୍ଷ ପାଇଁ ପ୍ରକାଶ ପାଇଥିବା ବିଜ୍ଞାପନର ପରୀକ୍ଷା ହେବ। ପରୀକ୍ଷା ସଂପର୍କୀୟ ସବିଶେଷ ବିବରଣୀ ଓପିଏସ୍ସି ୱେବ୍ସାଇଟ୍ରୁ ମିଳିପାରିବ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ: ଉପବାଚସ୍ପତିଙ୍କ ନକଲି ଦସ୍ତଖତରେ ବଦଳି ଷଡଯନ୍ତ୍ର ଘଟଣା: କ୍ୟାପିଟାଲ ଥାନାରେ ସହକାରୀ ଯନ୍ତ୍ରୀ ଲକ୍ଷ୍ମଣ ହେମ୍ବ୍ରମ ଅଟକ

28 Jul 2022
By The Sakala
ଘୋଷଣା ହେଲା ଓଡ଼ିଶା ପ୍ରଶାସନିକ ସେବା ପ୍ରିଲିମ୍ ପରୀକ୍ଷା ତାରିଖ
ଭୁବନେଶ୍ବର:ଓଡ଼ିଶା ପ୍ରଶାସନିକ ସେବା (OCS) ର ପ୍ରିଲିମ୍ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଅକ୍ଟୋବର ୧୬ ତାରିଖରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏ ନେଇ ସୂଚନା ଦେଇଛି ଓଡ଼ିଶା ଲୋକ ସେବା ଆୟୋଗ ବା ଓପିଏସ୍ସି। ୨୦୨୧ ବର୍ଷ ପାଇଁ ପ୍ରକାଶ ପାଇଥିବା ବିଜ୍ଞାପନର ପରୀକ୍ଷା ହେବ। ପରୀକ୍ଷା ସଂପର୍କୀୟ ସବିଶେଷ ବିବରଣୀ ଓପିଏସ୍ସି ୱେବ୍ସାଇଟ୍ରୁ ମିଳିପାରିବ ବୋଲି କୁହାଯାଇଛି।

⊕ https://www.thesakala.in/latest-odisha-news/ocs-preliminary-exam-2021-date-opsc-announces/article-13683