ରାଷ୍ଟ୍ରପତିଙ୍କ ଠାରୁ ଅର୍ଜୁନ ପୁରସ୍କାର ଗ୍ରହଣ କଲେ ଓଡିଆ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ

The Sakala Picture
Published On

ନୂଆଦିଲ୍ଲୀ : ଓଡିଆ ହକି ଖେଳାଳି ଅମିତ ରୋହିଦାସ ଓ ବିରେନ୍ଦ୍ର ଲାକ୍ରାଙ୍କୁ ମିଳିଲା ଅର୍ଜୁନ ପୁରସ୍କାର । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଟୋକିଓ ଅଲମ୍ପିକ୍‌ସ ୨୦୨୦ରେ ବ୍ରୋଞ୍ଜ ପଦକ ବିଜେତା ହକି ଟିମ ଇଣ୍ଡିଆର ସଦସ୍ୟ ରହିଛନ୍ତି ଉଭୟ ଅମିତ ଓ ବିରେନ୍ଦ୍ର । LIVE: President Kovind presents National Sports Awards 2021 at Rashtrapati Bhavan […]

ନୂଆଦିଲ୍ଲୀ : ଓଡିଆ ହକି ଖେଳାଳି ଅମିତ ରୋହିଦାସ ଓ ବିରେନ୍ଦ୍ର ଲାକ୍ରାଙ୍କୁ ମିଳିଲା ଅର୍ଜୁନ ପୁରସ୍କାର । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଟୋକିଓ ଅଲମ୍ପିକ୍‌ସ ୨୦୨୦ରେ ବ୍ରୋଞ୍ଜ ପଦକ ବିଜେତା ହକି ଟିମ ଇଣ୍ଡିଆର ସଦସ୍ୟ ରହିଛନ୍ତି ଉଭୟ ଅମିତ ଓ ବିରେନ୍ଦ୍ର ।

ଆହୁରି ପଢ଼ନ୍ତୁ: ଗାଧୋଇବା ହେଲା କାଳ, ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

ଆଜି ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ କ୍ରୀଡାବିତଙ୍କୁ ସମ୍ମାନୀତ କରିଛନ୍ତି । ୧୨ ଜଣ କ୍ରୀଡ଼ାବିତଙ୍କୁ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ୩୫ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ଦିଆଯାଇଛି। ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଏକାସଙ୍ଗେ ୧୨ ଜଣଙ୍କୁ ମିଳିଲା ଖେଳରତ୍ନ ପୁରସ୍କାର । ଖେଳରତ୍ନ ପାଇଥିବା ଥିବା ଖେଳାଳିମାନେ ହେଲେ ପାରା ଅଲମ୍ପିକ୍ସରେ ବ୍ୟାଡମିଣ୍ଟନରେ ଗୋଲ୍ଡ ମେଡାଲ ଜିତି ଭାରତକୁ ଗର୍ବିତ କରିଛନ୍ତି ଓଡିଆ ପୁଅ ପ୍ରମୋଦ ଭଗତ, ଅଲିମ୍ପିକ୍ସ କୁସ୍ତି ରୋପ୍ୟ ପଦକ ବିଜେତା ରବି ଦାହିୟା, ହକି ଖେଳାଳି ପିଆର ଶ୍ରୀଜେସ୍, ବକ୍ସର ଲଭଲିନା ବର୍ଗୋଇଁ, ଫୁଟବଲ ଖେଳାଳି ସୁନୀଲ ଛେତ୍ରୀ, ମହିଳା କ୍ରିକେଟ ଖେଳାଳି ମିତାଲି ରାଜ, ଜାଭେଲିନ ଫିଙ୍ଗାଳି ସୁମିତ ଅନ୍ତିଲ, ସୁଟର ଅବନ୍ତି ଲାଖେରା, ବ୍ୟାଡମିଣ୍ଟନ ଖେଳାଳି କ୍ରିଷ୍ଣା ନାଗର, ସୁଟର ଏମ.ନରଓ୍ବାଲ ଓ ହକି ଖେଳାଳି ମନପ୍ରୀତ ସିଂ।

ସେହିପରି ୩୫ ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ଦିଆଯାଇଛି ।ସେମାନଙ୍କ ଭିତରେ ଅଛନ୍ତି ୨ ଓଡ଼ିଆ ହକି ତାରକା ଅମିତ ରୋହି ଦାସ ଓ ବିରେନ୍ଦ୍ର ଲାକ୍ରା । ଅର୍ଜୁନ ପୁରସ୍କାର ପାଇଥିବା ଅନ୍ୟମାନଙ୍କ ମଧ୍ୟରେ କ୍ରିକେଟ ଖେଳାଳି ଶିଖର ଧଓ୍ବନ, ପାରା ବ୍ୟାଡମିଣ୍ଟନ ଖେଳାଳି ସୁହାସ ୟତିରାଜ ଓ ହାଇଜମ୍ପର ନିଷାଦ କୁମାର । ଏହାଛଡ଼ା ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ଭାରତୀୟ ହକିଦଳର ସଦସ୍ୟମାନଙ୍କୁ ଅର୍ଜୁନ ପୁରସ୍କାର ଦିଆଯାଇଛି । ୫ ଜଣଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ଦିଆଯାଇଛି ।

13 Nov 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର