ଆସନ୍ତା ୨୬ରେ +୨ ପରୀକ୍ଷା ଫଳ : ଗୋଟିଏ ଦିନରେ ଆସିବ କଳା,ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ

The Sakala Picture
Published On

ଭୁବନେଶ୍ବର : ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ସୂଚନା ଦିଆଯାଇଛି। ସେହି ଗୋଟିଏ ଦିନରେ କଳା,ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ କରାଯିବ। ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ  www.orissaresults.nic.in ସହ ସେମାନଙ୍କ ବିଦ୍ୟାଳୟ ଇ-ସ୍ପେସ୍ ଏବଂ ଡିଜିଲକର୍ ମାଧ୍ୟମରେ ପାଇପାରିବେ। ସୂଚନାଯୋଗ୍ୟ ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ୨ ପରୀକ୍ଷା […]

ଭୁବନେଶ୍ବର : ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ସୂଚନା ଦିଆଯାଇଛି। ସେହି ଗୋଟିଏ ଦିନରେ କଳା,ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ କରାଯିବ। ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ  www.orissaresults.nic.in ସହ ସେମାନଙ୍କ ବିଦ୍ୟାଳୟ ଇ-ସ୍ପେସ୍ ଏବଂ ଡିଜିଲକର୍ ମାଧ୍ୟମରେ ପାଇପାରିବେ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଛାତ୍ରଛାତ୍ରୀଙ୍କ ଉପରେ ପୁଲିସର ଦମନଲୀଳାକୁ ବିଜେଡି ସାଂସଦଙ୍କ ତୀବ୍ର ନିନ୍ଦା

ସୂଚନାଯୋଗ୍ୟ ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ୨ ପରୀକ୍ଷା ଦେଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଲକ୍ଷ ୬୦ ହଜାର ୧୯୮ ଜଣ ରେଗୁଲାର ଏବଂ ୨୬ ହଜାର ୫୨ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅଛନ୍ତି। କଳା ବିଭାଗରେ ୨ ଲକ୍ଷ ୩୭ ହଜାର ୭୫୦ଜଣ ପରୀକ୍ଷାର୍ଥୀ ଥିବାବେଳେ ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ଓ ଧନ୍ଦାମୂଳକରେ ୫ହଜାର ୭୯୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ମୋଟ ଛାତ୍ରଙ୍କ ମଧ୍ୟରୁ ୧ ଲକ୍ଷ ୯୯ ହଜାର ୩୬୧ଜଣ ଛାତ୍ରୀ ଥିବାବେଳେ ଛାତ୍ରଙ୍କ ସଂଖ୍ୟା ୧ ଲକ୍ଷ ୮୬ ହଜାର ୮୮୯ ରହିଛି।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

22 May 2024 By The Sakala

ଆସନ୍ତା ୨୬ରେ +୨ ପରୀକ୍ଷା ଫଳ : ଗୋଟିଏ ଦିନରେ ଆସିବ କଳା,ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ବର : ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ସୂଚନା ଦିଆଯାଇଛି। ସେହି ଗୋଟିଏ ଦିନରେ କଳା,ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ କରାଯିବ। ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ  www.orissaresults.nic.in ସହ ସେମାନଙ୍କ ବିଦ୍ୟାଳୟ ଇ-ସ୍ପେସ୍ ଏବଂ ଡିଜିଲକର୍ ମାଧ୍ୟମରେ ପାଇପାରିବେ।

ସୂଚନାଯୋଗ୍ୟ ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ୨ ପରୀକ୍ଷା ଦେଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଲକ୍ଷ ୬୦ ହଜାର ୧୯୮ ଜଣ ରେଗୁଲାର ଏବଂ ୨୬ ହଜାର ୫୨ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅଛନ୍ତି। କଳା ବିଭାଗରେ ୨ ଲକ୍ଷ ୩୭ ହଜାର ୭୫୦ଜଣ ପରୀକ୍ଷାର୍ଥୀ ଥିବାବେଳେ ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ଓ ଧନ୍ଦାମୂଳକରେ ୫ହଜାର ୭୯୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ମୋଟ ଛାତ୍ରଙ୍କ ମଧ୍ୟରୁ ୧ ଲକ୍ଷ ୯୯ ହଜାର ୩୬୧ଜଣ ଛାତ୍ରୀ ଥିବାବେଳେ ଛାତ୍ରଙ୍କ ସଂଖ୍ୟା ୧ ଲକ୍ଷ ୮୬ ହଜାର ୮୮୯ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର