ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ୟରୁ ୨୪ ଘଣ୍ଟାରେ ଆଉ ୬୯୯୮ କରୋନା ଆକ୍ରାନ୍ତ ଚିହ୍ନଟ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଟେଷ୍ଟିଂ ସଂଖ୍ୟା ବଢୁଥିବା ବେଳେ ସେହି ଅନୁସାରେ ସଂକ୍ରମଣ ମାମଲା ଚିହ୍ନଟ ହେଉଛି। ୨୪ ଘଣ୍ଟାରେ ୩୦ ଜିଲ୍ଲା ଓ ଷ୍ଟେଟପୁଲରୁ ୬୯୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । କ୍ୱାରେଣ୍ଟାଇନରୁ ୪୦୫୪, ଲୋକାଲ କେସ୍ ୨୯୪୪ । 6. Boudh: 65 7. Cuttack: 517 8. Deogarh: 74 9. Dhenkanal: 22 10. Gajapati: 121 11. Ganjam: […]

ଭୁବନେଶ୍ୱର: ରାଜ୍ୟରେ ଟେଷ୍ଟିଂ ସଂଖ୍ୟା ବଢୁଥିବା ବେଳେ ସେହି ଅନୁସାରେ ସଂକ୍ରମଣ ମାମଲା ଚିହ୍ନଟ ହେଉଛି। ୨୪ ଘଣ୍ଟାରେ ୩୦ ଜିଲ୍ଲା ଓ ଷ୍ଟେଟପୁଲରୁ ୬୯୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । କ୍ୱାରେଣ୍ଟାଇନରୁ ୪୦୫୪, ଲୋକାଲ କେସ୍ ୨୯୪୪ ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ବିଭାଗର ସୂଚନା ଅନୁଯାୟୀ, ରାଜ୍ୟରେ ଦିନକରେ କରୋନାରେ ୧୨ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯୧୯ ପଜିଟଭ ଚିହ୍ନଟ ହୋଇଛନ୍ତି । କଟକରୁ ୫୧୭, ସୁନ୍ଦରଗଡ଼ରୁ ୪୭୪, ନୂଆପଡାରୁ ୪୨୦, ଝାରସୁଗୁଡାରୁ ୩୯୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୩୩୦, ଅନୁଗୁଳରୁ ୩୨୫, ସମ୍ବଲପୁରରୁ ୩୨୩, ମୟୂରଭଞ୍ଜରୁ ୩୦୮, କଳାହାଣ୍ଡିରୁ ୨୯୨, ପୁରୀରୁ ୨୮୮, ନବରଙ୍ଗପୁରରୁ ୨୫୫, ବଲାଙ୍ଗୀରରୁ ୨୩୬, ଯାଜପୁରରୁ ୨୨୬, ଷ୍ଟେଟପୁଲରୁ ୧୮୫, ରାୟଗଡ଼ାରୁ ୧୮୧, କେନ୍ଦୁଝରରୁ ୧୬୦, ସୋନପୁରରୁ ୧୩୧, ଗଞ୍ଜାମରୁ ୧୨୮, ନୟାଗଡ଼ ଓ ଗଜପତିରୁ ୧୨୧ଜଣ ଲେଖାଏଁ, ଜଗତସିଂହପୁରରୁ ୧୦୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, କେନ୍ଦ୍ରାପଡାରୁ ୭୭, ଦେଓଗଡ଼ରୁ ୭୪, ବୌଦ୍ଧରୁ ୬୫, କୋରାପୁଟରୁ ୫୭, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୦, ଢେଙ୍କାନାଳରୁ ୨୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ତେବେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୩୫ ହଜାର ୫୧୩ ଥିବା ବେଳେ ସୁସ୍ଥ ହେଲେଣି ୩ଲକ୍ଷ ୭୫ହଜାର ୭୨୧। କୋଭିଡ ମୃତ୍ୟୁ ସଂଖ୍ୟା ୨୦୨୯ରେ ପହଞ୍ଚିଛି । ମୋଟ୍ ଆକ୍ଟିଭ କେସ୍ ୫୭ହଜାର ୭୧୦ ରହିଛି।

29 Apr 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର