ବିଧାନସଭା ଆରମ୍ଭରୁ ବିଜେପି ବିଧାୟକଙ୍କ ପ୍ରବଳ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

The Sakala Picture
Published On

ଭୁବନେଶ୍ୱର: ବିଧାନସଭା ଆରମ୍ଭରୁ ବିଜେପି ବିଧାୟକଙ୍କ ପ୍ରବଳ ହଟ୍ଟଗୋଳ । ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲ ବିଜେପି ବିଧାୟକ । ହଟ୍ଟଗୋଳ ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରି ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ । ପୋଡିୟମ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକ ହୋହଲ୍ଲା କରୁଥିବା ଦେଖିବାକୁ ମିଳିଥିଲା […]

ଭୁବନେଶ୍ୱର: ବିଧାନସଭା ଆରମ୍ଭରୁ ବିଜେପି ବିଧାୟକଙ୍କ ପ୍ରବଳ ହଟ୍ଟଗୋଳ । ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲ ବିଜେପି ବିଧାୟକ । ହଟ୍ଟଗୋଳ ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରି ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ । ପୋଡିୟମ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକ ହୋହଲ୍ଲା କରୁଥିବା ଦେଖିବାକୁ ମିଳିଥିଲା ।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

ସ୍ବାଧୀନୋତ୍ତର ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗି ବିଜେପି ଅଶୋଭନୀୟ ଆଚରଣର ସବୁ ସୀମା ଟପିଛି । ଯେଉଁଥି ପାଇଁ ବିଜେପିର ଦୁଇ ବିଧାୟକ ମୋହନ ମାଝି ଓ ମୁକେଶ ମହାଲିଙ୍ଗକୁ ଚଳିତ ମୌସୁମୀ ଅଧିବେଶନରୁ ନିଲମ୍ବନ କରାଯାଇଛି । ତେବେ ବିଜେପି ବିଧାୟକଙ୍କ ଏଭଳି ଆଚରଣକୁ ସବୁ ମହଲରୁ ସମାଲୋଚନା କରାଯାଉଛି ।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

30 Sep 2023 By The Sakala

ବିଧାନସଭା ଆରମ୍ଭରୁ ବିଜେପି ବିଧାୟକଙ୍କ ପ୍ରବଳ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ଆରମ୍ଭରୁ ବିଜେପି ବିଧାୟକଙ୍କ ପ୍ରବଳ ହଟ୍ଟଗୋଳ । ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲ ବିଜେପି ବିଧାୟକ । ହଟ୍ଟଗୋଳ ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରି ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ । ପୋଡିୟମ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକ ହୋହଲ୍ଲା କରୁଥିବା ଦେଖିବାକୁ ମିଳିଥିଲା ।

ସ୍ବାଧୀନୋତ୍ତର ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗି ବିଜେପି ଅଶୋଭନୀୟ ଆଚରଣର ସବୁ ସୀମା ଟପିଛି । ଯେଉଁଥି ପାଇଁ ବିଜେପିର ଦୁଇ ବିଧାୟକ ମୋହନ ମାଝି ଓ ମୁକେଶ ମହାଲିଙ୍ଗକୁ ଚଳିତ ମୌସୁମୀ ଅଧିବେଶନରୁ ନିଲମ୍ବନ କରାଯାଇଛି । ତେବେ ବିଜେପି ବିଧାୟକଙ୍କ ଏଭଳି ଆଚରଣକୁ ସବୁ ମହଲରୁ ସମାଲୋଚନା କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର