ଗୃହ ଆରମ୍ଭରୁ ମୁଲତବି: କଂଗ୍ରେସର ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି

The Sakala Picture
Published On

ଭୁବନେଶ୍ୱର: ମୌସୁମୀ ଅଧିବେଶନରେ ଲଗାତାର ତୃତୀୟ ଦିନ ବିଧାନସଭା ଚାଲି ପାରିନାହିଁ । ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ଆଜି ବି ଗୃହ କାର୍ଯ୍ଯ ଠପ୍ ରହିଛି । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ କଂଗ୍ରେସ ସଦସ୍ୟ ହୋ ହଲ୍ଲା କରିଥିଲେ । ଫଳରେ ବାଧ୍ୟ ହୋଇ ବାଚସ୍ପତି ଗୃହକୁ ଅପରାହ୍ଣ ୪ଟା ଯାଏଁ ମୁଲତବି ରଖିଛନ୍ତି। ମୌସୁମୀ ଅଧିବେଶନ ଆରମ୍ଭ ଦିନରୁ ଗୃହରେ ଅଚଳାବସ୍ଥା ଲାଗି ରହିଛି । ପ୍ରଥମ ୨ ଦିନ ମରୁଡ଼ି ପ୍ରସଙ୍ଗକୁ ନେଇ […]

ଭୁବନେଶ୍ୱର: ମୌସୁମୀ ଅଧିବେଶନରେ ଲଗାତାର ତୃତୀୟ ଦିନ ବିଧାନସଭା ଚାଲି ପାରିନାହିଁ । ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ଆଜି ବି ଗୃହ କାର୍ଯ୍ଯ ଠପ୍ ରହିଛି । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ କଂଗ୍ରେସ ସଦସ୍ୟ ହୋ ହଲ୍ଲା କରିଥିଲେ । ଫଳରେ ବାଧ୍ୟ ହୋଇ ବାଚସ୍ପତି ଗୃହକୁ ଅପରାହ୍ଣ ୪ଟା ଯାଏଁ ମୁଲତବି ରଖିଛନ୍ତି। ମୌସୁମୀ ଅଧିବେଶନ ଆରମ୍ଭ ଦିନରୁ ଗୃହରେ ଅଚଳାବସ୍ଥା ଲାଗି ରହିଛି । ପ୍ରଥମ ୨ ଦିନ ମରୁଡ଼ି ପ୍ରସଙ୍ଗକୁ ନେଇ ବିରୋଧୀ ହୋ ହଲ୍ଲା କରିଥିଲେ। ସର୍ବଦଳୀୟ ବୈଠକ ପରେ ମନ୍ତ୍ରୀ ଗୃହରେ ତଥ୍ୟ ରଖିଥିଲେ ମଧ୍ୟ ହଟ୍ଟଗୋଳ କରିଥିଲେ ବିରୋଧୀ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଜଣେ ଗିରଫ

ଆଜି ଅଧିବେଶନର ତୃତୀୟ ଦିନରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା ହେବାର ଥିଲା । ବିଜେପି ପକ୍ଷରୁ ଆଇନ୍ ଶୃଙ୍ଖଳା ପରିସ୍ଥିତି ନେଇ ମୁଲତବି ପ୍ରସ୍ତାବ ଅଣାଯାଇଥିଲା । ସେପଟେ ଆଜି ରାଜସ୍ୱ ବିପର୍ୟ୍ୟୟ ପରିଚାଳନା, ଅନୁସୂଚିତ ଜାତି ଜନଜାତି, ଶକ୍ତି, କ୍ରୀଡ଼ା, ଶିଳ୍ପ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗର କଲ୍ୟାଣ, କ୍ଷୁଦ୍ର ମଧ୍ୟମ ଉଦ୍ୟୋଗର ପ୍ରଶ୍ନକାଳ ଉପରେ ଆଲୋଚନା ଥିଲା ।

ଆହୁରି ପଢ଼ନ୍ତୁ: SIR ପାଇଁ ସାମାନ୍ୟ ବିଳମ୍ବ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ଅକ୍ଟୋବରରୁ ଡୋର ଟୁ ଡୋର ସର୍ଭେ

ଆହୁରି ପଢ଼ନ୍ତୁ: ବାହୁଡ଼ିବେ ମହାବାହୁ; ରଥାରୁଢ଼ ହୋଇସାରିଲେଣି ବଳଭଦ୍ର ଏବଂ ଦେବୀ ସୁଭଦ୍ରା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ

03 Sep 2021 By The Sakala

ଗୃହ ଆରମ୍ଭରୁ ମୁଲତବି: କଂଗ୍ରେସର ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି

ଭୁବନେଶ୍ୱର: ମୌସୁମୀ ଅଧିବେଶନରେ ଲଗାତାର ତୃତୀୟ ଦିନ ବିଧାନସଭା ଚାଲି ପାରିନାହିଁ । ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ଆଜି ବି ଗୃହ କାର୍ଯ୍ଯ ଠପ୍ ରହିଛି । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ କଂଗ୍ରେସ ସଦସ୍ୟ ହୋ ହଲ୍ଲା କରିଥିଲେ । ଫଳରେ ବାଧ୍ୟ ହୋଇ ବାଚସ୍ପତି ଗୃହକୁ ଅପରାହ୍ଣ ୪ଟା ଯାଏଁ ମୁଲତବି ରଖିଛନ୍ତି। ମୌସୁମୀ ଅଧିବେଶନ ଆରମ୍ଭ ଦିନରୁ ଗୃହରେ ଅଚଳାବସ୍ଥା ଲାଗି ରହିଛି । ପ୍ରଥମ ୨ ଦିନ ମରୁଡ଼ି ପ୍ରସଙ୍ଗକୁ ନେଇ ବିରୋଧୀ ହୋ ହଲ୍ଲା କରିଥିଲେ। ସର୍ବଦଳୀୟ ବୈଠକ ପରେ ମନ୍ତ୍ରୀ ଗୃହରେ ତଥ୍ୟ ରଖିଥିଲେ ମଧ୍ୟ ହଟ୍ଟଗୋଳ କରିଥିଲେ ବିରୋଧୀ।

ଆଜି ଅଧିବେଶନର ତୃତୀୟ ଦିନରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା ହେବାର ଥିଲା । ବିଜେପି ପକ୍ଷରୁ ଆଇନ୍ ଶୃଙ୍ଖଳା ପରିସ୍ଥିତି ନେଇ ମୁଲତବି ପ୍ରସ୍ତାବ ଅଣାଯାଇଥିଲା । ସେପଟେ ଆଜି ରାଜସ୍ୱ ବିପର୍ୟ୍ୟୟ ପରିଚାଳନା, ଅନୁସୂଚିତ ଜାତି ଜନଜାତି, ଶକ୍ତି, କ୍ରୀଡ଼ା, ଶିଳ୍ପ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗର କଲ୍ୟାଣ, କ୍ଷୁଦ୍ର ମଧ୍ୟମ ଉଦ୍ୟୋଗର ପ୍ରଶ୍ନକାଳ ଉପରେ ଆଲୋଚନା ଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର