ଭୁବନେଶ୍ବର: ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ। ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି। ଗୃହର ମଧ୍ୟଭାଗକୁ ଆସି ବିରୋଧୀ ସଦସ୍ୟ ହଟ୍ଟଗୋଳ ଓ ନାରାବାଜି କରିିଥିଲେ। ଅନାହାର ମୃତ୍ୟୁ ପ୍ରସଙ୍ଗରେ ବିରୋଧୀ ବିଜେଡି ଓ କଂଗ୍ରେସ ସଦସ୍ୟ ଗୃହର ମଧ୍ୟ ଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିବାରୁ ଗୃହ କାର୍ଯ୍ୟ ଅଚଳ ହୋଇଥିଲା। ପରେ ଗୃହକୁ ୧୨ଟା ୨୫ ମିନିଟ୍ ଯାଏଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ ।
ଶୀତକାଳୀନ ଅଧିବେଶନ ଆରମ୍ଭରୁ ଗୃହରେ ହଟ୍ଟଗୋଳ, ୧୨ଟା ୨୫ ମିନିଟ୍ ଯାଏଁ ଗୃହ ମୁଲତବି…