୨୨ରୁ ନୂଆ ସରକାରର ପ୍ରଥମ ବିଧାନସଭା ଅଧିବେଶନ, ୨୫ରେ ବଜେଟ୍
ଭୁବନେଶ୍ୱର: ନୂଆ ସରକାରର ପ୍ରଥମ ବିଧନାସଭା ଅଧିବେଶନ ଚଳିତ ମାସ ୨୨ ତାରିଖରୁ ଆରମ୍ଭ ହେବ। ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ। ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ଧନ୍ୟବାଦ ପ୍ରସ୍ତାବ ଆଗତ ହେବ। ୨୩ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ସମ୍ପର୍କିତ ଘୋଷଣା ହେବ ଏବଂ ଏହା ପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ୨୪ ତାରିଖରେ ଉପ-ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ। ୨୫ […]
ଭୁବନେଶ୍ୱର: ନୂଆ ସରକାରର ପ୍ରଥମ ବିଧନାସଭା ଅଧିବେଶନ ଚଳିତ ମାସ ୨୨ ତାରିଖରୁ ଆରମ୍ଭ ହେବ। ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ। ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ଧନ୍ୟବାଦ ପ୍ରସ୍ତାବ ଆଗତ ହେବ। ୨୩ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ସମ୍ପର୍କିତ ଘୋଷଣା ହେବ ଏବଂ ଏହା ପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ୨୪ ତାରିଖରେ ଉପ-ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ। ୨୫ ତାରିଖ ଦିନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସରକାର ବଜେଟ ଉପସ୍ଥାପନ କରିବେ। ୨୯ ତାରିଖରେ ବଜେଟ ଉପରେ ସାଧାରଣ ଆଲୋଚନା ଏବଂ ୩୦ ତାରିଖରେ ବଜେଟ ଉପରେ ସାଧାରଣ ଆଲୋଚନା, ଲେଖାନୁଦାନ ପ୍ରସ୍ତାବ ଉପରେ ଆଲୋଚନା ଓ ବିନିଯୋଗ ବିଲ୍ ଆଗତ ହେବ। ଅଗଷ୍ଟ ୨୦ ତାରିଖରୁ ବିଭାଗୀୟ ସ୍ଥାୟୀ କମିଟି ମାନଙ୍କର ରିପୋର୍ଟ ଉପସ୍ଥାପନ, ଅନୁଦାନ ନିମନ୍ତେ ଖର୍ଚ୍ଚ ଦାବି ହେବ। ସେପ୍ଟେମ୍ବର ୧ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଅନୁଦାନ ନିମନ୍ତେ ଖର୍ଚ୍ଚ ଦାବି ଉପସ୍ଥାନ ହେବ। ୧୦ ତାରିଖରେ ବଜେଟ ଉପରେ ବିନିଯୋଗ ବିଲ୍ ଆଗତ ହେବା ନେଇ କାର୍ଯ୍ୟସୂଚୀ ଧାର୍ଯ୍ୟ ହୋଇଛି।