ଡିସେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

The Sakala Picture
Published On

ଭୁବନେଶ୍ୱର: ଡିସେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଡିସେମ୍ବର ୧ ତାରିଖରୁ ୩୧ ତାରଖ ପର୍ଯ୍ଯନ୍ତ ଚାଲିବ ଏହି ଶୀତକାଳୀନ ଅଧିବେଶନ । ଚଳିତ ଅଧିବେସନରେ ମୋଟ ୩୧ଟି ଦିବସ ଥିବାବେଳେ ସେଥି ମଧ୍ୟରୁ ୫ଟି ଛୁଟି ଦିବସ ରହିଛି । ସମୁଦାୟ ୫ଟି ଛୁଟି ଦିନ ମଧ୍ୟରେ ରହିଛି ୪ଟି ରବିବାର ଏବଂ ଅନ୍ୟଟି ଏକ୍ସ ମାସ ଛୁଟି ଦିନ । ସେହିପରି ମୋଟ ୨୬ଟି କାର୍ଯ୍ଯଦିବସ ରହିଛି । ଏନେଇ […]

ଭୁବନେଶ୍ୱର: ଡିସେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଡିସେମ୍ବର ୧ ତାରିଖରୁ ୩୧ ତାରଖ ପର୍ଯ୍ଯନ୍ତ ଚାଲିବ ଏହି ଶୀତକାଳୀନ ଅଧିବେଶନ । ଚଳିତ ଅଧିବେସନରେ ମୋଟ ୩୧ଟି ଦିବସ ଥିବାବେଳେ ସେଥି ମଧ୍ୟରୁ ୫ଟି ଛୁଟି ଦିବସ ରହିଛି । ସମୁଦାୟ ୫ଟି ଛୁଟି ଦିନ ମଧ୍ୟରେ ରହିଛି ୪ଟି ରବିବାର ଏବଂ ଅନ୍ୟଟି ଏକ୍ସ ମାସ ଛୁଟି ଦିନ । ସେହିପରି ମୋଟ ୨୬ଟି କାର୍ଯ୍ଯଦିବସ ରହିଛି । ଏନେଇ ଆଜି ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

14 Nov 2021 By The Sakala

ଡିସେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଡିସେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଡିସେମ୍ବର ୧ ତାରିଖରୁ ୩୧ ତାରଖ ପର୍ଯ୍ଯନ୍ତ ଚାଲିବ ଏହି ଶୀତକାଳୀନ ଅଧିବେଶନ । ଚଳିତ ଅଧିବେସନରେ ମୋଟ ୩୧ଟି ଦିବସ ଥିବାବେଳେ ସେଥି ମଧ୍ୟରୁ ୫ଟି ଛୁଟି ଦିବସ ରହିଛି । ସମୁଦାୟ ୫ଟି ଛୁଟି ଦିନ ମଧ୍ୟରେ ରହିଛି ୪ଟି ରବିବାର ଏବଂ ଅନ୍ୟଟି ଏକ୍ସ ମାସ ଛୁଟି ଦିନ । ସେହିପରି ମୋଟ ୨୬ଟି କାର୍ଯ୍ଯଦିବସ ରହିଛି । ଏନେଇ ଆଜି ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର