ଓଡ଼ିଶା ବନ୍ଦ; ହେଲ୍‌ପ ଲାଇନ ନଂ ଜାରି କଲା କମିଶନରେଟ୍ ପୁଲିସ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ ବନ୍ଦ ଆନ୍ଦୋଳନର ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ। ଏହି ଆନ୍ଦୋଳନ ସମୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି। ଏ ନେଇ କମିଶନରେଟ୍‌ ପୁଲିସ ପକ୍ଷରୁ ହେଲ୍ପ ଲାଇନ ନଂ ଜାରି କରାାଇଛି। ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ […]

ଭୁବନେଶ୍ବର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ ବନ୍ଦ ଆନ୍ଦୋଳନର ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ। ଏହି ଆନ୍ଦୋଳନ ସମୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି। ଏ ନେଇ କମିଶନରେଟ୍‌ ପୁଲିସ ପକ୍ଷରୁ ହେଲ୍ପ ଲାଇନ ନଂ ଜାରି କରାାଇଛି। ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଲେ ଯୋଗାଯୋଗ କରିବାକୁ ପରାମର୍ଶ ଦିଆଯାଇଛି। ହେଲ୍ପ ଲାଇନ ନମ୍ବରଟି ହେଉଛି- ୦୬୭୪୨୫୪୩୫୪୧।

ଆହୁରି ପଢ଼ନ୍ତୁ: ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା; ଜଳୁଛି ପଶ୍ଚିମରୁ ଉପକୂଳ, ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏପରି ସ୍ଥିତି

ସୂଚନା ଅନୁଯାୟୀ, ବାଲେଶ୍ବରର କଲେଜ ଛାତ୍ରୀ ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ଶତ ଚେଷ୍ଟା ପରେ ମଧ୍ୟ ସେ ଆଖି ବୁଜିଥିଲେ। ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ପୂର୍ବାହ୍‌ଣରେ ଅନ୍ତିମ ସଂସ୍କାର କରାଯାଇଥିଲା।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

17 Jul 2025 By The Sakala

ଓଡ଼ିଶା ବନ୍ଦ; ହେଲ୍‌ପ ଲାଇନ ନଂ ଜାରି କଲା କମିଶନରେଟ୍ ପୁଲିସ

ଭୁବନେଶ୍ବର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ ବନ୍ଦ ଆନ୍ଦୋଳନର ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ। ଏହି ଆନ୍ଦୋଳନ ସମୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି। ଏ ନେଇ କମିଶନରେଟ୍‌ ପୁଲିସ ପକ୍ଷରୁ ହେଲ୍ପ ଲାଇନ ନଂ ଜାରି କରାାଇଛି। ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଲେ ଯୋଗାଯୋଗ କରିବାକୁ ପରାମର୍ଶ ଦିଆଯାଇଛି। ହେଲ୍ପ ଲାଇନ ନମ୍ବରଟି ହେଉଛି- ୦୬୭୪୨୫୪୩୫୪୧।

ସୂଚନା ଅନୁଯାୟୀ, ବାଲେଶ୍ବରର କଲେଜ ଛାତ୍ରୀ ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ଶତ ଚେଷ୍ଟା ପରେ ମଧ୍ୟ ସେ ଆଖି ବୁଜିଥିଲେ। ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ପୂର୍ବାହ୍‌ଣରେ ଅନ୍ତିମ ସଂସ୍କାର କରାଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର