‘ମିଶନ ଶକ୍ତି କର୍ମୀଙ୍କ ଦରମା ବନ୍ଦ କରିବାକୁ ଷଡ଼ଯନ୍ତ୍ର କରୁଛି ରାଜ୍ୟ ବିଜେପି ସରକାର’

The Sakala Picture
Published On

ଭୁବନେଶ୍ୱର: ମିଶନ ଶକ୍ତି ବିରୋଧରେ ବିଜେପିର ବଡ ଷଡଯନ୍ତ୍ର । ଜାଣିଶୁଣି ମିଶନ ଶକ୍ତି ମା’ଙ୍କ ଦରମା ବନ୍ଦ କରୁଛି ବିଜେପି । କଡା ଭାଷାରେ ବିଜେପିର ଉଦ୍ଦେଶ୍ୟକୁ ନିନ୍ଦା କଲେ ନବୀନ ପଟ୍ଟନାୟକ । ବିଧାନସଭା ଶୀତକାଳନୀନ ଅଧିବେଶନର ପ୍ରଶ୍ନକାଳରେ ଏହାକୁ ନେଇ ବିରୋଧି ଦଳ ଗୃହରେ ପ୍ରତିବାଦ କରିଛନ୍ତି । ବିଜେଡି ବିଧାୟକ ଆନ୍ଦୋଳନରତ ମିଶନ ଶକ୍ତି କର୍ମୀଙ୍କୁ ଭେଟିବାକୁ ଯାଇଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ମିଶନ ଶକ୍ତି କର୍ମୀଙ୍କ […]

ଭୁବନେଶ୍ୱର: ମିଶନ ଶକ୍ତି ବିରୋଧରେ ବିଜେପିର ବଡ ଷଡଯନ୍ତ୍ର । ଜାଣିଶୁଣି ମିଶନ ଶକ୍ତି ମା’ଙ୍କ ଦରମା ବନ୍ଦ କରୁଛି ବିଜେପି । କଡା ଭାଷାରେ ବିଜେପିର ଉଦ୍ଦେଶ୍ୟକୁ ନିନ୍ଦା କଲେ ନବୀନ ପଟ୍ଟନାୟକ । ବିଧାନସଭା ଶୀତକାଳନୀନ ଅଧିବେଶନର ପ୍ରଶ୍ନକାଳରେ ଏହାକୁ ନେଇ ବିରୋଧି ଦଳ ଗୃହରେ ପ୍ରତିବାଦ କରିଛନ୍ତି । ବିଜେଡି ବିଧାୟକ ଆନ୍ଦୋଳନରତ ମିଶନ ଶକ୍ତି କର୍ମୀଙ୍କୁ ଭେଟିବାକୁ ଯାଇଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ମିଶନ ଶକ୍ତି କର୍ମୀଙ୍କ ପ୍ରତି ନିଜ ସମର୍ଥନ ବ୍ୟକ୍ତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ସାମ୍ବାଦିକଙ୍କୁ ଦେଇଥିବା ପ୍ରତିକ୍ରିୟାରେ ନବୀନ କହିଛନ୍ତି ଯେ, ମିଶନ ଶକ୍ତି କର୍ମୀଙ୍କ ଦରମା ବନ୍ଦ କରିବାକୁ ରାଜ୍ୟ ବିଜେପି ସରକାର ଷଡ଼ଯନ୍ତ୍ର କରୁଛନ୍ତି । ମିଶନ ଶକ୍ତି କର୍ମୀଙ୍କ ପ୍ରତି ବିଜେଡିର ସମର୍ଥନ ଜାରି ରହିବ ବୋଲି ନବୀନ କହିଛନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ରାଜ୍ୟ ସରକାର ମିଶନ ଶକ୍ତି କର୍ମୀଙ୍କ ଦରମା ବନ୍ଦ କରିଛନ୍ତି । ଦରମା ବନ୍ଦ କରିବା ଆଦୌ ଭଲ କଥା ନୁହେଁ । ବିଜେଡ଼ି ସର୍ବଦା ମିଶନ ଶକ୍ତି ମହିଳାଙ୍କ ସହିତ ରହିଛି ବୋଲି ନବୀନ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର