ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛି ବିଜେପି, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡ଼ି

The Sakala Picture
Published On

ଭୁବନେଶ୍ୱର: ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛି ବିଜେପି। ନିର୍ବାଚନ ପ୍ରଚାରରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛି ବିଜେପି। ବଲାଙ୍ଗୀର ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ ପ୍ରଚାରରେ ପିଲାଙ୍କୁ ବ୍ୟବହାର କରୁଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି।ପିଲାମାନଙ୍କୁ ବିଜେପି ପତାକା ଓ ଉତ୍ତରୀୟ ପକାଉଥିବା ଦେଖିବାକୁ ମିଳିଛି। ପୂର୍ବରୁ ଭୁବନେଶ୍ୱର ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ଚିକିଟି ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନ […]

ଭୁବନେଶ୍ୱର: ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛି ବିଜେପି। ନିର୍ବାଚନ ପ୍ରଚାରରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛି ବିଜେପି। ବଲାଙ୍ଗୀର ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ ପ୍ରଚାରରେ ପିଲାଙ୍କୁ ବ୍ୟବହାର କରୁଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି।ପିଲାମାନଙ୍କୁ ବିଜେପି ପତାକା ଓ ଉତ୍ତରୀୟ ପକାଉଥିବା ଦେଖିବାକୁ ମିଳିଛି। ପୂର୍ବରୁ ଭୁବନେଶ୍ୱର ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ଚିକିଟି ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ ମଧ୍ୟ ସମାନ କାମ କରୁଥିବା ନେଇ ସିଇଓଙ୍କୁ ଜଣାଇଥିଲା ବିଜେଡି ଟିମ୍।

ଆହୁରି ପଢ଼ନ୍ତୁ: ଜେଲ୍‌ରେ ପଡ଼ିଲା ହାତଗଣ୍ଠି, ଜୀବନସାଥୀ ହେଲେ ଦୁଇ ବିଚାରାଧୀନ କଏଦୀ

ସେହିପରି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ NCC କ୍ୟାଡେଟଙ୍କୁ ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ତେଣୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛି ବିଜେଡି।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ବେଳକୁ ଲଘୁଚାପ ସମ୍ଭାବନା: ୨୨ରୁ ରାଜ୍ୟବ୍ୟାପୀ ବଢ଼ିବ ବର୍ଷା

27 Apr 2024 By The Sakala

ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛି ବିଜେପି, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡ଼ି

ଭୁବନେଶ୍ୱର: ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛି ବିଜେପି। ନିର୍ବାଚନ ପ୍ରଚାରରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛି ବିଜେପି। ବଲାଙ୍ଗୀର ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ ପ୍ରଚାରରେ ପିଲାଙ୍କୁ ବ୍ୟବହାର କରୁଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି।ପିଲାମାନଙ୍କୁ ବିଜେପି ପତାକା ଓ ଉତ୍ତରୀୟ ପକାଉଥିବା ଦେଖିବାକୁ ମିଳିଛି। ପୂର୍ବରୁ ଭୁବନେଶ୍ୱର ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ଚିକିଟି ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ ମଧ୍ୟ ସମାନ କାମ କରୁଥିବା ନେଇ ସିଇଓଙ୍କୁ ଜଣାଇଥିଲା ବିଜେଡି ଟିମ୍।

ସେହିପରି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ NCC କ୍ୟାଡେଟଙ୍କୁ ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ତେଣୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛି ବିଜେଡି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର