ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ

କଟକ: ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ମାଟ୍ରିକ୍ ସପ୍ଲିମେଣ୍ଟାରୀରେ ୪୩୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ୧୩୧୦ ଛାତ୍ରଛାତ୍ରୀ ଫର୍ମ ଫିଲ୍‌ଅପ୍‌ କରିଥିଲେ। ସେଥିମଧ୍ୟରୁ ୩୬୦ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିଲେ । [wp-embedder-pack width=”100%” height=”400px” download=”all” download-text=”” attachment_id=”93635″ /] ସେପଟେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି ।  ୮୯୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ପାଇଁ […]

କଟକ: ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ମାଟ୍ରିକ୍ ସପ୍ଲିମେଣ୍ଟାରୀରେ ୪୩୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ୧୩୧୦ ଛାତ୍ରଛାତ୍ରୀ ଫର୍ମ ଫିଲ୍‌ଅପ୍‌ କରିଥିଲେ। ସେଥିମଧ୍ୟରୁ ୩୬୦ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିଲେ ।

[wp-embedder-pack width=”100%” height=”400px” download=”all” download-text=”” attachment_id=”93635″ /]

ସେପଟେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି ।  ୮୯୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ପାଇଁ ଫର୍ମ ଫିଲ୍‌ଅପ୍‌ କରିଥିଲେ । ୫୨୫ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ । ୪୯ ଛାତ୍ରଛାତ୍ରୀ କପି କରି ଧରାପଡିଥିଲେ ।

ବୋର୍ଡ ୱେବସାଇଟରେ ଉଭୟ ରେଜଲ୍ଟ ଉପଲବ୍ଧ । ଛାତ୍ରଛାତ୍ରୀମାନେ www.bseodisha.ac.in କୁ ଯାଇ ରେଜଲ୍ଟ  ଜାଣିପାରେବ ।

About The Author: The Sakala